ଯୁଦ୍ଧ ଭିତରେ ଭାରତରେ ପ୍ରଥମ ଥର ବଢିଲା ପେଟ୍ରୋଲ ରେଟ୍, ଲିଟର ପ୍ରତି ଦେବାକୁ ପଡିବ… ନୂଆଦିଲ୍ଲୀ,୨୦।୩: ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (HPCL) ଏହାର ପ୍ରିମିୟମ ପେଟ୍ରୋଲର ମୂଲ୍ୟ ପ୍ରତି ଲିଟର 2ଟଙ୍କା ବୃଦ୍ଧି କରିଛି। ନୂତନ ଦର ଶୁକ୍ରବାର ଠାରୁ କାର୍ଯ୍ୟକାରୀ ହୋଇଛି। ଏହି ପଦକ୍ଷେପ ଏପରି ସମୟରେ ଆସିଛି ଯେତେବେଳେ ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୂରାଜନୈତିକ…