୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…! ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା ପଡ଼ିପାରେ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ‘ଆମେରିକା ଫର୍ଷ୍ଟ’ ନୀତି ଅନୁଯାୟୀ…