ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜର ପୋଷ୍ଟ ଗ୍ରାଜୁଏଟ୍ (ପିଜି) ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧିକୁ ଅନୁମୋଦନ...