ଓଡ଼ିଶା ହେବ ଭାରତର ପରବର୍ତ୍ତୀ ଫାର୍ମା ହବ: ମୁଖ୍ୟମନ୍ତ୍ରୀ ମାଝୀଙ୍କ ଘୋଷଣା ଭୁବନେଶ୍ୱର,୧୫ା୮: ଓଡ଼ିଶାକୁ ଭାରତର ଫାର୍ମାସିଉଟିକାଲ ରାଜଧାନୀ ଭାବେ ପ୍ରତିଷ୍ଠା କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ହାଇ-ପ୍ରୋଫାଇଲ ଫାର୍ମା କନକ୍ଲେଭ ଆୟୋଜନ କରିବାକୁ ଯୋଜନା କରୁଛନ୍ତି। ଏହି କନକ୍ଲେଭରେ ଜାତୀୟ ଓ ଆନ୍ତର୍ଜାତୀୟ ଔଷଧ ନିର୍ମାତା ସଂସ୍ଥାମାନେ ଅଂଶଗ୍ରହଣ କରିବେ।...