ପରିମାଣ ନୁହେଁ, ଗୁଣବତ୍ତାକୁ ଗୁରୁତ୍ୱ ଦେଉଛନ୍ତି ଔଷଧ କମ୍ପାନୀ
ନୂଆଦିଲ୍ଲୀ,୨୯ା୧: ଭାରତୀୟ ଔଷଧ ଶିଳ୍ପଗୁଡ଼ିକ ପରିମାଣଯୁକ୍ତ ଆଭିମୁଖ୍ୟରୁ ମୂଲ୍ୟଯୁକ୍ତ ଆଭିମୁଖ୍ୟକୁ ବଦଳୁଛନ୍ତି। ଜଟିଳ ଜେନେରିକ୍ସ, ବାୟୋସିମିଲାର୍ସ ଉପରେ ଅଧିକ ଗୁରୁତ୍ୱ ଦିଆଯିବା ସହ ଔଷଧ ଶିଳ୍ପ ମୂଲ୍ୟ ଶୃଙ୍ଖଳ ଆଡ଼କୁ ମୁହଁାଇଥିବା ଚଳିତ ଆର୍ଥତ୍କ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି। ପରିମାଣ…


