Phillipines

ପୂର୍ବତନ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରୁ ଗିରଫ କଲା ପୋଲିସ

ମାନିଲା,୧୧।୩: ଫିଲିପାଇନ୍ସର ପୂର୍ବତନ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେଙ୍କୁ ଗିରଫ କରାଯାଇଛି। ମାନବତା ବିରୋଧୀ ଅପରାଧ ମାମଲାରେ ଦୁତେର୍ତ୍ତେଙ୍କୁ ଗିରଫ କରାଯାଇଛି। ଅନ୍ତର୍ଜାତୀୟ ଅପରାଧ ଅଦାଲତ (ICC) ଗିରଫ…

11 months ago