ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍
ନୂଆଦିଲ୍ଲୀ,୧୯ା୧୨: ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର ମୂଲ୍ୟ ୨୦% ପର୍ଯ୍ୟନ୍ତ ବୃଦ୍ଧି କରିବେ ବୋଲି ଚର୍ଚ୍ଚା ହେଉଛି। ଏହା ନିୟମିତ...


