ଭଞ୍ଜନଗର ପୋଲିସକୁ ସଫଳତା, ୩୩ ମୋବାଇଲ ଫୋନ ଉଦ୍ଧାର କରି ଫେରାଇଲା ଭଞ୍ଜନଗର,୨୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ହଜିଯାଇଥିବା ୩୩ଟି ମୋବାଇଲ ଫୋନ ଉଦ୍ଧାର କରିଛି । ଏହାସହ ପ୍ରକୃତ ହିତାଧିକାରୀଙ୍କୁ ଫେରାଇ ଦେଇଛି । ଭଞ୍ଜନଗର ପୋଲିସ ମୋବାଇଲ ଫେରାଇବା ପରେ ଲୋକମାନଙ୍କ ମନରେ ଖୁସି ଦେଖାଯାଇଥିଲା ।…