ଧକ୍କା ଦେଇ କଟା ହାତକୁ ଘୋଷାଡ଼ିନେଲା ପିକ୍ଅପ୍ ଭ୍ୟାନ ଜଳେଶ୍ବର,୨୧ା୨(ନବୀନ ସାହୁ): ପିକଅପ ଜଣେ ବ୍ୟକ୍ତି ଙ୍କୁ ଧକ୍କା ଦେଇ କଟା ହାତକୁ ଘୋଷଡି ନେଲା ୨୦ କି.ମି.। ଆହତ ବ୍ୟକ୍ତିଙ୍କୁ କଟକ ବଡ ମେଡିକାଲ ପଠାଯାଇଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଲକ୍ଷ୍ମଣନାଥ- ଚାଫ୍ଲା ରୋଡରେ ଲକ୍ଷ୍ମଣ ନାଥ ସୁବର୍ଣ୍ଣରେଖା…