ପିକ୍ଅପ୍ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…
ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍ଅପ୍ ଭ୍ୟାନ୍ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍ଅପ୍ ଭ୍ୟାନ୍ ଚାଳକ ସମ୍ବଲପୁର ଜିଲା ପିଟାନାଳି ଗ୍ରାମର ରାଜେଶ ସାହୁ (୨୪), ବିହାର ରାଜ୍ୟ ବୈଶାଲୀ…
ଗୋ’ ଚାଲାଣବେଳେ ଫାଟିଲା ପିକ୍ଅପ୍ ଟାୟାର, ୩ ବଳଦ ମୃତ
ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ ଗୋରୁ ବୋଝେଇ ଏକ ଓଡି ୩୩ ଏମ୍ ୦୪୦୧ ନମ୍ବର ବିଶିଷ୍ଟ ପିକ୍ଅପ୍ର…
ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍ଅପ୍, ଆଉ ତା’ ପରେ…
ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍ଅପ୍ ଗାଡ଼ି ଜଣେ ଓକିଲଙ୍କ ସ୍କୁଟିକୁ ଧକ୍କା ଦେବା ପରେ ଘୋଷାଡ଼ି ନେଇଛି। ଏହି ଦୁର୍ଘଟଣାରେ ଓକିଲ କୃଷ୍ଣ…
ମହୁଲ ମାଫିଆଙ୍କ ଗୁଣ୍ଡାଗିରି, ରାସ୍ତାରୁ ଛଡ଼ାଇ ନେଲେ ଜବତ ଗାଡ଼ି
ଉଦଳା,୯ା୪(ସନ୍ତେଷ କୁମର ବାଛିନି): ମହୁଲ ମାଫିଆଙ୍କ ଆତଙ୍କରାଜ। ସିନେମା ଭଳି କାଣ୍ଡ ଭିଆଇଲେ, ରାସ୍ତାରେ ଜବତ ଗାଡ଼ିକୁ ଅଟକାଇଲେ, ଡ୍ରାଇଭରଙ୍କୁ ମାଡ଼ ମାରି ଓହ୍ଲାଇ ଦେଲେ। ଗାଡ଼ିରେ ବସିଥିବା ମହିଳା ଅଧିକାରୀଙ୍କୁ ସାଙ୍ଗରେ ନେଇ ଘର ପାଖରେ ଗାଡ଼ି ଜବତ ମହୁଲ…
ଘାଟିରେ ଓଲଟି ପଡ଼ିଲା ପିକ୍ଅପ୍
ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ଗାଜଲବାଡ଼ି ଘାଟିରେ ଏକ ଧାନ କୁଣ୍ଡା ବୋଝେଇ ପିକ୍ଅପ୍ ଭ୍ୟାନ୍ ଦୁର୍ଘଟଣା ଘଟି ଜଣେ ଆହତ ହୋଇଛନ୍ତି। ଆହତ ବ୍ୟକ୍ତି ହେଲେ ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଗ୍ରାମର ବିଦ୍ୟାଧର ସାହୁ। ତାଙ୍କର ଛାତିରେ ଆଘାତ ଲାଗିଛି।…

