ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ… ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ ଦ୍ରୁତଗାମୀ ପିକଅପ୍ ଭ୍ୟାନ (ନଂ. ଓଡ଼ି୦୨ ବିଏମ – ୬୮୪୦) ଧକ୍କାରେ ଏକ...