ପିକ୍ନିକ୍ ସାରି ଫେରିବା ବେଳେ ଦୁର୍ଘଟଣା: ଗାଡ଼ି ଭିତରେ ଥିଲେ… ଛତ୍ରପୁର,୧୫ା୧୨(ଦିଲ୍ଲୀପ ସାମଲ): କୋରାପୁଟରୁ ପିକ୍ନିକ୍ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିମାପଡ଼ା ଅଞ୍ଚଳର ଏକ ଗାଡ଼ିରେ ୧୩ ଜଣ...