ପିକ୍ନିକ୍ ସ୍ପଟ୍ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ। ଶାଳ, ପିଆଶାଳ, ଶାଗୁଆନ ଆଦି ବୃକ୍ଷରାଜିରେ ପରିପୂର୍ଣ୍ଣ ଏହି ବନ। ଶାନ୍ତିବନରେ ପ୍ରବେଶକଲା ମାତ୍ରେ…