ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଗାଡ଼ିରେ ବସିଥିବା ୧୭ ଜଣ...