ପାଇନ୍ ବଣରୁ ମିଳିଲା ଶହ ଶହ କାଚ ବୋତଲ, ଚିନ୍ତାରେ ପରିବେଶବିତ୍ ଦାରିଙ୍ଗବାଡ଼ି,୨୭ା(ଅରୁଣ ସାହୁ): ଆଜି ବିଶ୍ୱ ପର୍ଯ୍ୟଟନ ଦିବସ। ଏଥିପାଇଁ ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରାଯାଇଛି। ଦାରିଙ୍ଗବାଡ଼ିର ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର ସମେତ ବସ୍ଷ୍ଟାଣ୍ଡ ଆଦି ଅଞ୍ଚଳକୁ ସଫା କରାଯାଇଛି। ଚାରିଆଡ଼େ ଖାଲି...