ବହୁ ଉପକାରୀ ସପୁରୀ ଋତୁ ଅନୁଯାୟୀ ମିଳୁଥିବା ଫଳ ଖାଇଲେ ଅନେକ ଶାରୀରିକ ସମସ୍ୟାକୁ ଦୂରେଇ ଦେଇହୁଏ। ବିଶେଷ କରି ଖରାଦିନେ ଓ ବର୍ଷାଦିନେ ଟିକେ ଅଧିକ ପରିମାଣରେ ସପୁରୀ ମିଳିଥାଏ। ଏହି ସପୁରୀ ରସ ଆଖି ପାଇଁ ବେଶ ଲାଭଦାୟକ ବୋଲି ବିଶେଷଜ୍ଞମାନେ...