ପାଇପ୍ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା ଯୋଜନାରେ ବିଛା ଯାଇଥିବା ପାଣି ପାଇପ୍ ଫାଟି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ…