ଅଧା ରହିଲା ଚିଲିକା ବୁଲା, ସଡ଼କ ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ୨ ଗୁରୁତର ପୁରୀ,୨୬।୧୨: ସକାଳୁ ସକାଳୁ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ବଳଙ୍ଗା-ନିମାପଡ଼ା ରାସ୍ତାର ନୂଆହାଟରେ ବାଇକକୁ ଧକ୍କା ଦେଲା ଅଜଣାଗାଡି । ତେବେ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇଥିବା ଜଣାପଡିଛି । ଖବର...