ଏମ୍କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍କେସିଜି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ୨ ଦିନ ପୂର୍ବେ ସେ ଏମ୍କେସିଜିରେ ଚିକିିତ୍ସିତ ହୋଇ ଜେଲ…