ଆଜିଠୁ ପିତୃପକ୍ଷ ଆରମ୍ଭ, ଜାଣନ୍ତୁ କାହିଁକି କରାଯାଏ… ପୁରୀ,୮ା୯(ଅଜିତ୍ କୁମାର ମହାନ୍ତି): ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ତିଥି ସୋମବାରଠାରୁ ପିତୃପକ୍ଷ ଆରମ୍ଭ ହେବ। ଏହା ୧୫ ଦିନ ଅର୍ଥାତ୍ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏହି ୧୫ ଦିନରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଏ। ପିତୃପକ୍ଷ ଅବସରରେ…