ମୁମ୍ବାଇ,୧୧।୪: ୨୬ ନଭେମ୍ବର ୨୦୦୮, ଏହି ଦିନ ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣକୁ ପ୍ରାୟ ୧୭ ବର୍ଷ ବିତିଗଲାଣି। କିନ୍ତୁ ଏହି ଷଡ଼ଯନ୍ତ୍ରର ଅନେକ…