IPL 2026 Points Table: ଚେନ୍ନାଇ ବିପକ୍ଷରେ ବିଜୟ ପରେ ପଏଣ୍ଟ ଟେବୁଲରେ ଲମ୍ଫ ମାରିଲା ହାଇଦ୍ରାବାଦ,ବାଦ ପଡ଼ିବ କି ଏହି ଦଳ?ଜାଣନ୍ତୁ… ନୂଆଦିଲ୍ଲୀ,୧୯।୪: ଗତ ଶନିବାର, IPL 2026 ର ୨୭ତମ ଲିଗ ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ଖେଳାଯାଇଥିଲା। ରାଜୀବ ଗାନ୍ଧୀ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚରେ ହାଇଦ୍ରାବାଦ ୧୦ରନରେ ବିଜୟ ହାସଲ କରିଥିଲା। ଏହି…