Tag Archives: plane

କାହିଁକି ତିଦ୍ଦତ ଉପରେ ଉଡ଼ି ନ ଥାଏ ବିମାନ, ରୁଟ୍‌ ପରିବର୍ତ୍ତନ କରନ୍ତି ପାଇଲଟ୍‌, ଜାଣନ୍ତୁ କାରଣ…

ଆଜିକାଲି ଅଧିକାଂଶ ଲୋକ ସମୟ ବଞ୍ଚାଇବା ପାଇଁ ବିମାନରେ ଯାତ୍ରା କରନ୍ତି। ଲୋକଙ୍କ କମ୍‌ ସମୟ ଏବଂ ବିନା ଥକ୍କାରେ ଦୀର୍ଘ ଦୂରତା ଅତିକ୍ରମ କରିବାକୁ ବିମାନ ହିଁ ଉତ୍କୃଷ୍ଟ ମାଧ୍ୟମ। ଠିକ୍‌ ରାସ୍ତାରେ ଯେପରି ଟ୍ରାଫିକ୍‌ ଥାଏ ଆକାଶରେ ମଧ୍ୟ…

ଲ୍ୟାଣ୍ଡିଂ କରିପାରିଲାନି ବିମାନ, ଆକାଶରେ ଫସିରହିଲା ୧୭୩ ଯାତ୍ରୀଙ୍କ ଜୀବନ, ପାଇଲଟ୍‌ଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ…

ପାଟନା,୧୬ା୭: ଦିଲ୍ଲୀରୁ ପାଟନା ଆସୁଥିବା ବିମାନ 6E 2482  ପାଟନା ବିମାନବନ୍ଦର ରନୱେରେ ସଠିକ୍ ଟଚ୍‌ ପଏଣ୍ଟ ପାଇ ନ ପାରି ଚାରିଥର ଆକାଶରେ ଚକ୍କର କାଟିବାକୁ ପଡ଼ିଲା। ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ବିମାନଟି ସୁରକ୍ଷିତ ଭାବରେ ଅବତରଣ କରିଥିଲା,…

ବିମାନକୁ ବୋମା ଧମକ, ମଝି ଆକାଶରୁ ମାରିଲା ୟୁ-ଟର୍ଣ୍ଣ

ହାଇଦ୍ରାବାଦ,୧୬ା୬: ପୁଣି ବିମାନକୁ ମିଳିଛି ବୋମା ଧମକ। ଫଳରେ ଜର୍ମାନୀ ଫେରିଯାଇଛି ବିମାନ। ହାଇଦ୍ରାବାଦରେ ଅବତରଣ ପାଇଁ ଅନୁମତି ନ ମିଳିବାରୁ ମଝି ଆକାଶରୁ ୟୁ-ଟର୍ଣ୍ଣ ମାରି ଫେରିଯାଇଛି ବିମାନ। ଉଡ଼ାଣର କିଛି ଘଣ୍ଟା ଭିତରେ ବିମାନ ଫେରିଯାଇଛି। ଏନେଇ ହାଇଦ୍ରାବାଦ…

ଝାଡ଼ଖଣ୍ଡରେ ବିମାନ ନିଖୋଜ, ପାଇଲଟ୍‌ଙ୍କ ସହ ଥିଲେ…

ରାଞ୍ଚି, ୨୧।୦୮: ଝାଡ଼ଖଣ୍ଡରେ ମଙ୍ଗଳବାର ନିିଖୋଜ ହୋଇଯାଇଥିବା ଏକ ବିମାନର ପତ୍ତା ମିଳିପାରିନାହିଁ । ସରାୟକେଲା-ଖରସାୱାଁ ଜିଲାର ଏକ ବିମାନ ଉଡ଼ାଣ କେନ୍ଦ୍ରରୁ ଉଡ଼ାଣ ଭରିବା ପରେ ବିମାନଟି ନିଖୋଜ ହୋଇଯାଇଥିଲା । ଏହାକୁ ଖୋଜିବାକୁ ଟିମ୍‌ ନିୟୋଜିତ ଅଛନ୍ତି ।…

ଉଡ଼ାଣ ବେଳେ ଜଳିଗଲା ବିମାନ, କ୍ର୍ୟୁ ସଦସ୍ୟଙ୍କୁ ମିଶାଇ ଥିଲେ ୧୯ ଜଣ

ନୂଆଦିଲ୍ଲୀ,୨୪।୦୭: ନେପାଳରୁ ଏକ ଦୁର୍ଘଟଣାର ବଡ ଖବର ସାମ୍ନାକୁ ଆସିଛି । କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ବିମାନ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁଯାୟୀ, ବିମାନବନ୍ଦରରେ ବିମାନଟି ଉଡ଼ାଣ ଭରୁଥିବା ବେଳେ ଏହା ଦୁର୍ଘଟଣାଗ୍ରସ୍ତ…

ଏୟାରପୋର୍ଟରୁ କଟିଗଲା ବିଜୁଳି, ଗରମରେ ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୭।୬: ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ସମସ୍ୟା ଲାଗି ରହିଛି । ଏହାର ପ୍ରଭାବ ବିମାନ ବନ୍ଦରରେ ମଧ୍ୟ ଦେଖିବାକୁ ମିଳିଛି । ଦେଶର ଗୁରୁତ଼୍ବପୂର୍ଣ୍ଣ ଆନ୍ତର୍ଜାତିକ ଇନ୍ଦିରା ଗାନ୍ଧୀ ବିମାନ ବନ୍ଦରରେ ବିଜୁଳି ଚାଲିଯିବାରୁ ଯାତ୍ରୀମାନେ ପ୍ରବଳ ସମସ୍ୟାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri