Tag Archives: plane crash

ଆବାସିକ ଅଞ୍ଚଳ ନିକଟରେ ଭୟଙ୍କର ବିମାନ ଦୁର୍ଘଟଣା; ୯ ମୃତ , ଦେଖନ୍ତୁ ଛାତିଥରା ଭିଡ଼ିଓ

ଟେକ୍ସାସ,୨।୧୧: ଯୁକ୍ତରାଷ୍ଟ୍ର ଆମେରିକାର ଦକ୍ଷିଣ ଫ୍ଲୋରିଡାରେ ରବିବାର ନଅ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଘରୋଇ ବିମାନ ଏକ ଆବାସିକ ଅଞ୍ଚଳ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ଆକାଶରୁ ଦ୍ରୁତ ଗତିରେ ତଳକୁ ଖସି ଆସି ରାସ୍ତା ଉପରେ ପିଟି…

ମଝି ଆକାଶରେ ୨ ବିମାନ ମୁହାଁମୁହିଁ: ୪ ପାଇଲଟ୍‌ ମୃତ

ମାନିଲା,୨୪ା୧୦: ଫିଲିପାଇନ୍ସରେ ଘଟିଯାଇଛି ଏକ ଅତ୍ୟନ୍ତ ଦୁଃଖଦ ଓ ଭୟାବହ ବିମାନ ଦୁର୍ଘଟଣା। ମଝି ଆକାଶରେ ବାୟୁସେନାର ଦୁଇଟି ତାଲିମ ବିମାନ ମୁହାଁମୁହିଁ ଧକ୍କା ହେବା ଫଳରେ ୪ ଜଣ ପାଇଲଟ୍‌ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଦେଶର ରାଜଧାନୀ ମାନିଲା ନିକଟସ୍ଥ…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର ଦୁଇଜଣ ବରିଷ୍ଠ ସାମରିକ ଅଧିକାରୀ ରହିଛନ୍ତି। ଦକ୍ଷିଣ-ପଶ୍ଚିମ ସହର କିକୱିଟରୁ ରାଜଧାନୀ କିନଶାସାକୁ…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ ଶିବକୁମାର ଓ ପୁଡୁଚେରୀର ଶ୍ରୀସରଣ ଥିରୁଗ୍ନାନାସମ୍ବନ୍ଧମ୍‌ ରହିଛନ୍ତି । ବାନ୍କୁଭରସ୍ଥିତ ଭାରତୀୟ ମହାବାଣିଜ୍ୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ରଏଟର୍ସ ରିପୋର୍ଟ ଅନୁଯାୟୀ, ସ୍ଥାନୀୟ ଅଧିକାରୀମାନେ କହିଛନ୍ତି ଯେ ରବିବାର…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି ଦୁର୍ଘଟଣାଗ୍ରସ୍ତ ହେବା ସମୟରେ ସମସ୍ତ ମୃତକ ପର୍ଯ୍ୟଟକ ଥିଲେ, ଯେଉଁଥିରେ ବିମାନରେ ଥିବା…

ଗୋଟିଏ ଦିନରେ ୨ଟି ପ୍ଲେନ କ୍ରାଶ, ଉଡୁଥିବା ବେଳେ ହଠାତ୍ ଜଙ୍ଗଲରେ ଖସି ପଡ଼ିଲା

ମସ୍କୋ,୧୬।୬: ଆମେରିକା ପରେ ଏବେ ଏକ ରୁଷିଆର Tu-22M3 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏନେଇ ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । Tu-22M3 ବିମାନଟି ସୋମବାର ସାଇବେରିଆର ଇରକୁଟସ୍କ ଅଞ୍ଚଳରେ ଏକ ତାଲିମ ଉଡ଼ାଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି ଯେ ଏକ ରୁଷୀୟ ଆଣ୍ଟୋନୋଭ-26 ସାମରିକ ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା ଯେତେବେଳେ ବିମାନର ପାଇଲଟ ବିମାନ ଟ୍ରାଫିକ ନିୟନ୍ତ୍ରଣକୁ ଏକ ହୃଦୟବିଦାରକ ଶେଷ ବାର୍ତ୍ତା…

ଅଜିତ ପାଓ୍ବାରଙ୍କ ମୃତ୍ୟୁର ୨୫ ଦିନ ପୂର୍ବରୁ ହୋଇଥିଲା ଏମିତି ଭବିଷ୍ୟବାଣୀ, ଭିଡିଓ ଭାଇରାଲ ପରେ…

ମୁମ୍ବାଇ,୨୯ା୧: ବୁଧବାର ମହାରାଷ୍ଟ୍ର ରାଜନୀତି ପାଇଁ ଏକ ଦୁଃଖଦ ଦିନ ଥିଲା, କାରଣ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଏକ ବିମାନ ଦୁର୍ଘଟଣାରେ ମୃ୍‌ତ୍ୟୁ ଘଟିଛି। ଏହି ଦୁର୍ଘଟଣା ଖବର ଅଜିତ ପାଓ୍ବାରଙ୍କ ସମର୍ଥକଙ୍କ ମଧ୍ୟରେ ଶୋକର ଛାୟା ଖେଳାଇ ଦେଇଛି। ବର୍ତ୍ତମାନ…

ଏମିତି ଭୟଙ୍କର ଥିଲା ବିମାନ ଦୁର୍ଘଟଣାସ୍ଥଳ: ଅଜିତ ପାଓ୍ବାରଙ୍କୁ ଚିହ୍ନିବାରେ ସାହାଯ୍ୟ କଲା ତାଙ୍କ…

ମୁମ୍ବାଇ,୨୮ା୧: ବୁଧବାର ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ମୃତ୍ୟୁ ଘଟିଛି। ବିମାନରେ ଥିବା ସମସ୍ତ ୬ ଜଣ ଯାତ୍ରୀଙ୍କର ମଧ୍ୟ ମୃତ୍ୟୁ ଘଟିଛି। ସୂଚନାରୁ ଜଣାପଡ଼ିଛି ଯେ, ଅଜିତ ପାଓ୍ବାରଙ୍କ ମୃତଦେହ ତାଙ୍କ ଘଣ୍ଟା ଦ୍ୱାରା ଚିହ୍ନଟ…

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, କହିଲେ ଅଜିତ ଜୀଙ୍କ…

ଭୁବନେଶ୍ୱର,୨୮ା୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସରେ ଶୋକ ପ୍ରକାଶ କରି କହିଛନ୍ତି, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାରେ ଦେହାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?