ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର ସହିତ ଧକ୍କା ଦେବାର ମୁହୂର୍ତ୍ତ କ୍ୟାମେରାରେ କଏଦ ହୋଇଥିଲା, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ...