ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ… ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସହକାରୀ ଉପଜିଲାପାଳ ପ୍ରଧାନ ଟୁଲିଆମ୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ…