ବନ୍ୟପ୍ରାଣୀଙ୍କ ପାଇଁ ଜଙ୍ଗଲରେ ଲଗାଯିବ ଫଳନ୍ତି ଗଛ, ଆଉ ହେବ ନାହିଁ ମଣିଷ-ବନ୍ୟପ୍ରାଣୀ ଲଢେଇ
ଭଞ୍ଜନଗର,୬ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଲାଲସିଂ ନର୍ସରୀ ପରିସରରେ ସୋମବାର ୭୧ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ଡିଏଫ୍ଓ ହିମାଂଶୁ ଶେଖର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ବୈଠକରେ ଅତିଥିମାନେ ଯୋଗଦେଇ...
ନିଜେ ଝାଡୁ ମାରି ସ୍ବଚ୍ଛତାର ସହ କାର୍ଯ୍ୟ କରିବାକୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫ା୯: ସ୍ବଚ୍ଛତା ହିଁ ସେବା ୨୦୨୫ ଅଭିଯାନ ଏବଂ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ ଅବସରରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ଆୟୋଜିତ ଗଣସଫେଇ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ,...
ବନୀକରଣ କ୍ଷେତ୍ର ପରିଦର୍ଶନ କଲେ ପିସିସିଏଫ୍
ପାଟଣା,୩୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରି ସେକ୍ସନ ଜଡ଼ିପଦା ସଂରକ୍ଷିତ ଜଙ୍ଗଲ, ସାହାରପଡ଼ା ସେକ୍ସନ ନୟାଜଗନ୍ନାଥପୁର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲ ଏବଂ ପାଟଣା ସେକ୍ସନ ପୋଇପାଣି ସଂରକ୍ଷିତ ଜଙ୍ଗଲରେ ପାଟଣା ବନ ବିଭାଗ ତରଫରୁ ହେଇଥିବା ଚାରାରୋପଣ...
ଅଧିକରୁ ଅଧିକ ଗଛ ଲଗାଇବାକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ, ଏହାକୁ ରକ୍ଷା କରି…
ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍ସିସି ଆର୍ମି ଓ୍ବିଙ୍ଗ୍ ଏବଂ ଜାତୀୟ ସେବା ଯୋଜନା ଶାଖା (୧) ଏନ୍ଏସ୍ଏସ୍ ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଶୁକ୍ରବାର କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ...
ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ପ୍ଲାଷ୍ଟିକ୍ ବର୍ଜନ ସହ ବୃକ୍ଷରୋପଣ
ଦାରିଙ୍ଗବାଡ଼ି,୭ା୭(ଅରୁଣ ସାହୁ): ମା’ ପାଇଁ ଗଛଟିଏ ଏହି ଥିମ୍ରେ ଏବେ ରାଜ୍ୟ ତଥା ରାଜ୍ୟ ବାହାରେ ବୃକ୍ଷରୋପଣ ହେଉଛି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ମିଳିତ ଭାବେ ଥାନା ପରିସର ମଧ୍ୟରେ ବୃକ୍ଷରୋପଣ...
ସବୁଜିମାରେ ଭରିବ ଲଣ୍ଡା ପାହାଡ଼: ୧୦ ହେକ୍ଟର ଜମିରେ ୧୬ ହଜାର ଚାରା ରୋପଣ
ରାଇକିଆ,୪ା୭(ପ୍ରଦୀପ ବେହେରା): ଲଣ୍ଡା ପାହାଡ଼କୁ ସବୁଜିମାମୟ କରିବା ପାଇଁ ଆରମ୍ଭ ହୋଇଛି ପ୍ରୟାସ। ୭୬ ତମ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ରାଇକିଆ ବନାଞ୍ଚଳ ତରଫରୁ ସମୂହ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆରମ୍ଭ କରଯାଇଛି। ଶୁକ୍ରବାର କିଲୁଣ୍ଡି ଲଣ୍ଡା ପାହାଡ଼ର...
ମହାନତା ଦେଖାଇଲେ ପ୍ରକୃତିପ୍ରେମୀ: ଚାରା ନେଲେ, ପୁରସ୍କାର ବାବଦକୁ ଦିଆଯାଇଥିବା ଚେକ୍ ଫେରାଇ ଦେଲେ
ବରଗଡ଼,୬ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବନଖଣ୍ଡ ବିଭାଗ ତଥା ଜିଲା ପ୍ରଶାସନ ଆନୁକୂଲ୍ୟରେ ଗୁରୁବାର ସ୍ଥାନୀୟ ଏକ ହୋଟେଲସ୍ଥିତ ସମ୍ମିଳନୀ କକ୍ଷଠାରେ ଜିଲାସ୍ତରୀୟ ବଶ୍ୱେ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୯ଜଣଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରଦାନ କରାଯାଇଥିଲା।...
ସବୁଜ ମହାନଦୀ ମିଶନ: ପ୍ରହସନ ପାଲଟିଲା ଚାରାରୋପଣ
ଭେଡେନ,୨୩।୫(ହୃଷୀକେଶ ଖମାରୀ): ରାଜ୍ୟ ଓ କେନ୍ଦ୍ର ସରକାର ପରିବେଶ ସୁରକ୍ଷା ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ଜଙ୍ଗଲ ସୃଷ୍ଟି ପାଇଁ କୋଟି କୋଟି ଟଙ୍କା ଅନୁଦାନ ପ୍ରଦାନ କରୁଛନ୍ତି। ମାତ୍ର ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଆନ୍ତରିକତା ଅଭାବରୁ ତାହା...
Archives


