Tag Archives: plantation

ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ପ୍ଲାଷ୍ଟିକ୍‌ ବର୍ଜନ ସହ ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୭ା୭(ଅରୁଣ ସାହୁ): ମା’ ପାଇଁ ଗଛଟିଏ ଏହି ଥିମ୍‌ରେ ଏବେ ରାଜ୍ୟ ତଥା ରାଜ୍ୟ ବାହାରେ ବୃକ୍ଷରୋପଣ ହେଉଛି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ମିଳିତ ଭାବେ ଥାନା ପରିସର ମଧ୍ୟରେ ବୃକ୍ଷରୋପଣ...

ସବୁଜିମାରେ ଭରିବ ଲଣ୍ଡା ପାହାଡ଼: ୧୦ ହେକ୍ଟର ଜମିରେ ୧୬ ହଜାର ଚାରା ରୋପଣ

ରାଇକିଆ,୪ା୭(ପ୍ରଦୀପ ବେହେରା): ଲଣ୍ଡା ପାହାଡ଼କୁ ସବୁଜିମାମୟ କରିବା ପାଇଁ ଆରମ୍ଭ ହୋଇଛି ପ୍ରୟାସ। ୭୬ ତମ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ରାଇକିଆ ବନାଞ୍ଚଳ ତରଫରୁ ସମୂହ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆରମ୍ଭ କରଯାଇଛି। ଶୁକ୍ରବାର କିଲୁଣ୍ଡି ଲଣ୍ଡା ପାହାଡ଼ର...

ମହାନତା ଦେଖାଇଲେ ପ୍ରକୃତିପ୍ରେମୀ: ଚାରା ନେଲେ, ପୁରସ୍କାର ବାବଦକୁ ଦିଆଯାଇଥିବା ଚେକ୍‌ ଫେରାଇ ଦେଲେ

ବରଗଡ଼,୬ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବନଖଣ୍ଡ ବିଭାଗ ତଥା ଜିଲା ପ୍ରଶାସନ ଆନୁକୂଲ୍ୟରେ ଗୁରୁବାର ସ୍ଥାନୀୟ ଏକ ହୋଟେଲସ୍ଥିତ ସମ୍ମିଳନୀ କକ୍ଷଠାରେ ଜିଲାସ୍ତରୀୟ ବଶ୍ୱେ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୯ଜଣଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରଦାନ କରାଯାଇଥିଲା।...

ସବୁଜ ମହାନଦୀ ମିଶନ: ପ୍ରହସନ ପାଲଟିଲା ଚାରାରୋପଣ

ଭେଡେନ,୨୩।୫(ହୃଷୀକେଶ ଖମାରୀ): ରାଜ୍ୟ ଓ କେନ୍ଦ୍ର ସରକାର ପରିବେଶ ସୁରକ୍ଷା ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ଜଙ୍ଗଲ ସୃଷ୍ଟି ପାଇଁ କୋଟି କୋଟି ଟଙ୍କା ଅନୁଦାନ ପ୍ରଦାନ କରୁଛନ୍ତି। ମାତ୍ର ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଆନ୍ତରିକତା ଅଭାବରୁ ତାହା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri