ରାଜ୍ୟର ୭୯ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ଦୁଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ଉନ୍ନୀତ ଭୁବନେଶ୍ୱର,୨୭।୬: ରାଜ୍ୟରେ ଥିବା ଅଣାଅସୀଟି ମାଧ୍ୟମିକ ବିଦ୍ୟାଳୟକୁ ଯୁକ୍ତ ଦୁଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଭାବେ ଉନ୍ନୀତ କରାଯାଇଛି । ଶିକ୍ଷା ମନ୍ତ୍ରଣାଳୟର ପ୍ରକଳ୍ପ ଅନୁମୋଦନ ବୋର୍ଡର ସୁପାରିସ କ୍ରମେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଉନ୍ନୀତ ହୋଇଥିବା ଅଣାଅସୀଟି...