ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା: ନୂଆ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଉପରେ ସଚେତନ କରାଇ… ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୂତନ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରାଯିବା ସହ ସରକାରଙ୍କ ନୀତି…