ଜୁନ୍ ୧ ପର୍ଯ୍ୟନ୍ତ ଯୁକ୍ତ ୩ ଆବେଦନ ସମୟସୀମା ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର,୨୦।୫: ରାଜ୍ୟ ସରକାର ଯୁକ୍ତ ତିନି (+୩) ନାମଲେଖା ପାଇଁ ଆବେଦନ ସମୟସୀମାକୁ ଜୁନ୍ ୧, ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା ଅନୁସାରେ, ଏହି ନିଷ୍ପତ୍ତି ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ନିଆଯାଇଛି, ଯେହେତୁ...


