PM Awas Yojana: ପିଏମ୍ ଆବାସ ଯୋଜନାରେ ବଡ଼ ପରିବର୍ତ୍ତନ, ଏବେ ମାନିବାକୁ ପଡ଼ିବନି ଏହି ୩ ସର୍ତ୍ତ, ଜାଣନ୍ତୁ ନୂଆ ନିୟମ… ନୂଆଦିଲ୍ଲୀ,୬।୫: ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ସହିତ ଜଡିତ ଏକ ଆଶ୍ୱସ୍ତି ଖବର ସାମ୍ନାକୁ ଆସିଛି। ସରକାର ଯୋଗ୍ୟତା ସର୍ତ୍ତାବଳୀରେ ପରିବର୍ତ୍ତନ କରିଥିବାରୁ ଏବେ ଅଧିକ ଲୋକ ଏହି ଯୋଜନାର ଲାଭ ଉଠାଇପାରିବେ। ପୂର୍ବରୁ ଏହି ଯୋଜନାରେ ଆବେଦନ କରିବା...