ପ୍ରଧାନମନ୍ତ୍ରୀ ଫସଲ ବୀମା କ୍ଷୟକ୍ଷତି ଆକଳନ ଶେଷ, ୨ ଲକ୍ଷ ୭୨୯ଟି ପ୍ଲଟରେ କ୍ଷତିଗ୍ରସ୍ତ ଚାଷୀଙ୍କ ଆବେଦନ ଭୁବନେଶ୍ୱର,୧୩।୧: ଅମଳ ପରବର୍ତ୍ତୀ ଫସଲ କ୍ଷତି ଆକଳନ କାର୍ଯ୍ୟ ଶେଷ ହୋଇଛି । ସୋମବାର ସୁଦ୍ଧା ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ ବାବଦକୁ ମୋଟ ୨୧ କୋଟି ୯୬ ଲକ୍ଷ ଟଙ୍କା କ୍ଷତିପୂରଣ ସିଧାସଳଖ ଚାଷୀମାନଙ୍କର ବ୍ୟାଙ୍କ ଖାତାକୁ ପ୍ରଦାନ…