Tag Archives: PM Kisan

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହି ଯୋଜନାର ୨୨ତମ କିସ୍ତି ଜାରି କରିଛନ୍ତି। ଏହା ମାଧ୍ୟମରେ…

୯ କୋଟି କୃଷକଙ୍କୁ ମାର୍ଚ୍ଚରେ ମିଳିବ ୨୨ତମ କିସ୍ତି! ହେଲେ ଅଟକି ଯାଇପାରେ ଆପଣଙ୍କ ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ହିତାଧିକାରୀମାନେ ଗତ ତିନି ମାସ ହେବ ୨୨ତମ କିସ୍ତିକୁ ଅପେକ୍ଷା କରିଛନ୍ତି। ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ଆଧିକାରିକ ତାରିଖ ଘୋଷଣା କରାଯାଇ ନ ଥିଲେ ମଧ୍ୟ, ସଦ୍ୟତମ ସୂଚନା ଅନୁଯାୟୀ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର ଜାରି ହେବାକୁ ଯାଉଛି। ଗତ କିସ୍ତି (୨୧ତମ) ନଭେମ୍ବର ୧୯, ୨୦୨୫ରେ ପ୍ରଦାନ…

PM Kisan: ଚାଷୀଙ୍କ ଅପେକ୍ଷାର ଅନ୍ତ! ଏହି ଦିନ ଆକାଉଣ୍ଟକୁ ଆସିବ ୨୦୦୦ ଟଙ୍କା

ନୂଆଦିଲ୍ଲୀ,୧୧ା୧: ଦେଶର ଲକ୍ଷ ଲକ୍ଷ ଚାଷୀଙ୍କ ପାଇଁ, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା (ପିଏମ କିଷାନ ଯୋଜନା) କେବଳ ଏକ ସରକାରୀ ଯୋଜନା ନୁହେଁ ବରଂ ଆର୍ଥିକ ସହାୟତାର ଏକ ପ୍ରମୁଖ ଉତ୍ସ ପାଲଟିଛି। କେନ୍ଦ୍ର ସରକାର ଏପର୍ଯ୍ୟନ୍ତ ଏହି…

ଖୁସିଖବର: କୃଷକଙ୍କ ଆକାଉଣ୍ଟକୁ ଆସିଲା ୨୦୦୦ ଟଙ୍କା! ଏଭଳି ଚେକ୍‌ କରିନିଅନ୍ତୁ ନିଜ ନାମ… 

ନୂଆଦିଲ୍ଲୀ,୧୯।୧୧: ଭାରତର କୋଟିକୋଟି କୃଷକମାନଙ୍କର ଦୀର୍ଘଦିନର ଅପେକ୍ଷା ଆଜି ଶେଷ ହୋଇଛି। ଯଦି ଆପଣ ପିଏମ କିଶାନ ଯୋଜନାର ଲାଭାର୍ଥୀ ତେବେ ତୁରନ୍ତ ଆପଣଙ୍କର ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ କରନ୍ତୁ। ହୋଇପାରେ ଆପଣଙ୍କର ମୋବାଇଲ୍‌ରେ ବ୍ୟାଙ୍କର ସେହି ମେସେଜ ପହଞ୍ଚିଯାଇଥିବ। ପ୍ରଧାନମନ୍ତ୍ରୀ…

ପିଏମ କିଷାନ: ୨୦ତମ କିସ୍ତି ଆସିବା ପୂର୍ବରୁ କୋଟିକୋଟି ଚାଷୀଙ୍କୁ ବଡ଼ ଝଟ୍‌କା, ଟଙ୍କା…

ନୂଆଦିଲ୍ଲୀ, ୨୬।୭: ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା (PM Kisan Samman Nidhi Yojana) ଅଧୀନରେ ୨୦ତମ କିସ୍ତିର ଅପେକ୍ଷାରେ ଥିବା ଦେଶର କୋଟି କୋଟି ଚାଷୀଙ୍କ ପାଇଁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଏହି ଯୋଜନା ଅଧୀନରେ…

ଏସବୁ କୃଷକଙ୍କୁ ମିଳିବ ନାହିଁ ପିଏମ୍‌ କିଷାନର ଆଗାମୀ କିସ୍ତି! ଆସିଲା ବଡ଼ ଅପ୍‌ଡେଟ୍‌  

ନୂଆଦିଲ୍ଲୀ,୧୩।୭: ଦେଶର କୋଟି କୋଟି କୃଷକ ପିଏମ୍‌ କିଷାନ ଯୋଜନାର ୨୦ତମ କିସ୍ତିର ଅପେକ୍ଷାରେ ଅଛନ୍ତି। ଜୁନରେ ଏହି ଟଙ୍କା ଆସିବାର ଥିଲା, ହେଲେ ଏଥର ସେଥିରେ ବିଳମ୍ବ ହୋଇଛି। ଏହି ଯୋଜନାରେ ଗରିବ କୃଷକମାନଙ୍କୁ  ପ୍ରତିବର୍ଷ ୬୦୦୦ ଟଙ୍କାର ଆର୍ଥିକ…

PM କିଷାନର ଆଗାମୀ କିସ୍ତି ଟଙ୍କାକୁ ଅପେକ୍ଷା କରିଛନ୍ତି କି? ଜାଣନ୍ତୁ କେବେ ଆସିବ, ଏଭଳି ଯାଞ୍ଚ କରନ୍ତୁ Status

ନୂଆଦିଲ୍ଲୀ,୪।୫: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାର ୨୦ତମ କିସ୍ତି ଖୁବଶୀଘ୍ର ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିପାରେ। ତେବେ ଏହି ଯୋଜନା ଅଧୀନରେ, ଯୋଗ୍ୟ ଚାଷୀମାନଙ୍କୁ ୨୦୦୦ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଉଛି। ତଥାପି ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ…

ଖାତାକୁ ଆସିଲା ପିଏମ୍‌ କିଷାନ ଟଙ୍କା, ଜାଣନ୍ତୁ ଓଡ଼ିଶାର କେତେ କୃଷି ହେଲେ ଉପକୃତ

ଭୁବନେଶ୍ୱର, ୨୪ା୨: ସୋମବାର କୃଷକଙ୍କ ପାଇଁ “ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାରେ ୧୯ତମ କିସ୍ତି ପ୍ରଦାନ କରାଯାଇଛି। ଏଥିରେ ଓଡ଼ିଶାର ୩୪.୯୮ ଲକ୍ଷରୁ ଅଧିକ ଚାଷୀଙ୍କୁ ସାମିଲ କରାଯାଇଛି। ରାଜ୍ୟ କୃଷି ସଚିବ ଅରବିନ୍ଦ ପାଢୀ ଏହା ସୂଚନା…

ଚାଷୀଙ୍କ ଆକାଉଣ୍ଟକୁ ଗଲା ପିଏମ କିଷାନ ଟଙ୍କା: ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଶୁଣିଲେ ଚାଷୀ

ଛତ୍ରପୁର,୨୪।୨(ସନ୍ତୋଷ ପାଢ଼ୀ): ବିହାରର ଭାଗଲପୁର ଠାରେ ପିଏମ କିଷାନ ସମ୍ମାନ ନିଧି ୬ ବର୍ଷ ପୂର୍ତ୍ତି ଅବସରରେ କିଷାନ ସମ୍ମାନ ସମାରୋହ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କିଷାନ ସମ୍ମାନନିଧିର ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ସୁଇଚ ମାରି ଅର୍ଥ ପ୍ରେରଣ କରାଯାଇଥିଲା। ଏହି…

କୃଷକଙ୍କୁ ମିଳିବ ୫ଲକ୍ଷ ଟଙ୍କା, ଜାଣନ୍ତୁ କିଷାନ କ୍ରେଡିଟ କାର୍ଡରେ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨।୨: ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ସଂସଦରେ ତାଙ୍କର ଅଷ୍ଟମ ବଜେଟ ଉପସ୍ଥାପନ କରିଛନ୍ତି। ସେ ତାଙ୍କ ବଜେଟ ଭାଷଣରେ ବିକଶିତ ଭାରତର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ଏହି କ୍ରମରେ, ସେ ଏହି ବଜେଟରେ କିଷାନ କ୍ରେଡିଟ କାର୍ଡର ସୀମା ୫ ଲକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri