ମହିଳା ସଂରକ୍ଷଣ ବିଲ୍ ପାସ୍ ନ ହେବାରୁ ରାଗିଗଲେ ମୋଦି, କହିଲେ ବିରୋଧୀଙ୍କୁ ଭୋଗିବାକୁ ପଡ଼ିବ… ନୂଆଦିଲ୍ଲୀ,୧୮ା୪: ସଂସଦରେ ମହିଳା ସଂରକ୍ଷଣ ବିଲ୍ ପାସ ନ ହେବାରୁ ଶାସକ ଦଳ ରାଗି ପାଚି ଲାଲ୍। ଶନିବାର ମୋଦି କ୍ୟାବିନେଟ୍ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ସୂତ୍ର ଅନୁସାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀଙ୍କ ମନୋଭାବ ପ୍ରତି ଘୋର ଅସନ୍ତୋଷ…