ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା ପଦରୁ ହଟାଇପାରିବେ କି ସରକାର? ଜାଣନ୍ତୁ କ’ଣ କହୁଛି ଆଇନ ନୂଆଦିଲ୍ଲୀ, ୨୮।୭: ବିଜେପି ସାଂସଦ ନିଶିକାନ୍ତ ଦୁବେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ପଦରୁ ହଟାଇବା ପାଇଁ ଏକ ପ୍ରସ୍ତାବ ଆଣିବା କଥା କହିଛନ୍ତି। ସେ ରାହୁଲ ଗାନ୍ଧୀଙ୍କ ବିଦେଶୀ ଶକ୍ତିଗୁଡ଼ିକର ପ୍ରଭାବରେ କାର୍ଯ୍ୟ କରୁଥିବା ଅଭିଯୋଗ…