ଭୋଟବ୍ୟାଙ୍କ ଭାଇରସ୍: ଆମ୍ବେଦକରଙ୍କୁ ଅପମାନିତ କରିବା, ୱାକଫ ଆଇନକୁ ବିରୋଧ ପାଇଁ କଂଗ୍ରେସକୁ ସମାଲୋଚନା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ,୧୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦାବି କରିଛନ୍ତି ଯେ କଂଗ୍ରେସ ନୂତନ ଭାବରେ ଗୃହୀତ ୱାକଫ ସଂଶୋଧନ ଆଇନକୁ ବିରୋଧ କରିବା ପାଇଁ “ଭୋଟବ୍ୟାଙ୍କ ଭାଇରସ” କାମୁଡ଼ା ଖାଇଛି। ଦଳ ବି.ଆର. ଆମ୍ବେଦକରଙ୍କ ସାମାଜିକ ନ୍ୟାୟ ସମ୍ବିଧାନର ଦୃଷ୍ଟିକୋଣକୁ...