“ଅପାର ସୁଯୋଗର ଦ୍ୱାର ଖୋଲିବ”: ଟାରିଫ୍ ହ୍ରାସ ପରେ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ,୨।୨: ଭାରତୀୟ ସାମଗ୍ରୀ ଉପରେ ଆମେରିକା ଶୁଳ୍କ କୋହଳ କରିଛି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ସାମଗ୍ରୀ ଉପରେ ଟ୍ୟାରିଫ୍ ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ…