ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିବେ। ଝାରସୁଗୁଡ଼ାସ୍ଥିତ ଆମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ…