ରୁଟି ଖାଅ, ଶାନ୍ତିରେ ରୁହ, ନହେଲେ ମୋର ଗୁଳି ଅଛି: ପାକିସ୍ତାନକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଖୋଲା ଚେତାବନୀ ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପାକିସ୍ତାନ ଉପରେ ତୀବ୍ର ଆକ୍ରମଣ କରି ଅଭିଯୋଗ କରିଛନ୍ତି ଯେ, ପାକିସ୍ତାନ ଆତଙ୍କବାଦକୁ ରାଷ୍ଟ୍ରୀୟ ନୀତିର ଅସ୍ତ୍ର ଭାବେ ବ୍ୟବହାର କରୁଛି, ଏବଂ ଭାରତର ଆତଙ୍କବାଦ ପ୍ରତି ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର...