pm modi

ସମସ୍ତଙ୍କୁ ଏକାଠି ହୋଇ ଆତଙ୍କବାଦ ବିରୋଧରେ ଲଢ଼ିବାକୁ ଆହ୍ବାନ ଦେଲେ ମୋଦି

ନୂଆଦିଲ୍ଲୀ,୧ା୯: ଚାଇନାର ତିଆଞ୍ଜିନ୍‌ରେ SCO ସମ୍ମିଳନୀ ଆରମ୍ଭ ହୋଇଛି। ଏହି ମହାସମ୍ମିଳନୀରେ ଯୋଗଦେଇ ପୁଣି ଆତଙ୍କବାଦ ପ୍ରସଙ୍ଗ ଉଠାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶାନ୍ତି ପ୍ରତିଷ୍ଠା ଦିଗରେ…

5 months ago

ମୋଦି-ସି ଜିନପିଙ୍ଗଙ୍କ ମଧ୍ୟରେ କେମେଷ୍ଟ୍ରି ଦେଖି ରାଗିଗଲେ ଟ୍ରମ୍ପଙ୍କ ପରାମର୍ଶଦାତା ନାଭାରୋ? ଭାରତ ବିରୁଦ୍ଧରେ କହିଲେ…

ଓ୍ବାଶିଂଟନ,୧।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଲଗାଯାଇଥିବା ଅବାଧ ଶୁଳ୍କ ଯୋଗୁ ଆର୍ଥିକ ଅସ୍ଥିରତା ପୂର୍ବରୁ ଭାରତ ଏବଂ ଚାଇନା ଏକାଠି ହୋଇଥିଲେ। SCO ସମ୍ମିଳନୀରେ…

5 months ago

ଗୋଟିଏ ମଞ୍ଚରେ ୩ ମହାଶକ୍ତି: ରଣନୈତିକ ଯୋଗାଯୋଗକୁ ସୁଦୃଢ଼ କରି ପାରସ୍ପରିକ ଆସ୍ଥାକୁ…

ବେଜିଂ,୧ା୯: ଚାଇନାର ତିଆଞ୍ଜିନ୍‌ରେ SCO ସମ୍ମିଳନୀ ଆରମ୍ଭ ହୋଇଛି। ଏହି ମହାସମ୍ମିଳନୀରେ ଏକାଠି ହୋଇଛନ୍ତି ୩ ମହାଶକ୍ତି। ଗୋଟିଏ ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଚାଇନା…

5 months ago

ମୋଦି-ଜିନପିଙ୍ଗ ବୈଠକରେ ପାକିସ୍ତାନ ସୀମାପାର ଆତଙ୍କବାଦୀ ଉପରେ ଚର୍ଚ୍ଚା, ଭାରତକୁ ସମର୍ଥନ କଲା ଚାଇନା

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ବୈଠକରେ ପାକିସ୍ତାନର ସୀମାପାର ଆତଙ୍କବାଦ ବିଷୟରେ ଚର୍ଚ୍ଚା ହୋଇଛି। ବୈଦେଶିକ ମନ୍ତ୍ରଣାଳୟ ସୂଚନା ଦେଇଛି…

5 months ago

କୂଟନୀତିର ନୂଆ ଖେଳ ନା ଆମେରିକାକୁ ବାର୍ତ୍ତା? ଜାଣନ୍ତୁ ମୋଦିଙ୍କୁ ନେଇ କ’ଣ ଲେଖୁଛି ଚାଇନା ମିଡିଆ

ବେଜିଂ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାର ତିଆନଜିନ ସହରରେ ପହଞ୍ଚିଛନ୍ତି। ସେ ୩୧ ଅଗଷ୍ଟରୁ ୧ ସେପ୍ଟେମ୍ବର ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ…

5 months ago

ଏହି ଶବ୍ଦ ଜରିଆରେ ଚାଇନାକୁ ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଆମ ସମ୍ପର୍କ…

ନୂଆଦିଲ୍ଲୀ/ବେଜିଂ,୩୧ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭ ବର୍ଷ ପରେ ପ୍ରଥମ ଥର ପାଇଁ ଚାଇନା ଗସ୍ତରେ ଯାଇଥିବା ବେଳେ ରବିବାର ସକାଳେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ…

5 months ago

ମୋଦିଙ୍କ ଚାଇନା ଗସ୍ତକୁ ଦେଖି ଛାନିଆ ଟ୍ରମ୍ପ! ରଦ୍ଦ କଲେ ଭାରତ ଗସ୍ତ

ଓ୍ବାଶିଂଟନ,୩୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ବର୍ଷ ଶେଷ ଭାଗରେ କ୍ୱାଡ ଶିଖର ସମ୍ମିଳନୀ ପାଇଁ ଆଉ ଭାରତ ଗସ୍ତ କରିବାର ଯୋଜନା କରୁନାହାଁନ୍ତି। ଡୋନାଲ୍ଡ…

5 months ago

ଫୋନ୍‌ରେ ଟ୍ରମ୍ପ କହିଲେ ଏମିତି କଥା, ରାଗିଗଲେ ମୋଦି, ସେହିଦିନଠାରୁ ବଢ଼ିଛି ତିକ୍ତତା

ନୂଆଦିଲ୍ଲୀ/ଓ୍ବାଶିଂଟନ,୩୦ା୮: ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିବା ପରେ ଦୁଇ ଦେଶ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ଏବେ ବି…

5 months ago

ଜେଲନସ୍କିଙ୍କ ସହ କଥା ହେଲେ ମୋଦି, ଜାଣନ୍ତୁ କ’ଣ ହେଲା ଚର୍ଚ୍ଚା

ନୂଆଦିଲ୍ଲୀ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଟେଲିଫୋନରେ କଥାବାର୍ତ୍ତା କରିଥିଲେ। ରାଷ୍ଟ୍ରପତି ଜେଲେନସ୍କି ୟୁକ୍ରେନୀୟ ସମ୍ପ୍ରତି ଘଟିଥିବା ଘଟଣାବଳୀ ବିଷୟରେ…

5 months ago

ମୋଦିଙ୍କ ଚାଇନା ଗସ୍ତ ବେଶ ଗୁରୁତ୍ୱପୂର୍ଣ୍ଣ, ରହିଛି ସାରା ବିଶ୍ୱର ନଜର

ବେଜିଂ,୩୦।୮: ସାତ ବର୍ଷରୁ ଅଧିକ ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଚାଇନାରେ ପହଞ୍ଚିଛନ୍ତି। ସାରା ବିଶ୍ୱ ଏହି ଗସ୍ତ ଉପରେ ନଜର ରଖିଛି। ପ୍ରଧାନମନ୍ତ୍ରୀ…

5 months ago

ଜାପାନରେ ମୋଦି ଖେଳିଲେ ବଡ଼ ଗେମ୍‌! ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ, ୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜାପାନ ଗସ୍ତ ସମୟରେ ଜାରି ହୋଇଥିବା ମିଳିତ ବିବୃତ୍ତିରେ ଚଳିତ ବର୍ଷ ଶେଷରେ ଭାରତରେ ହେବାକୁ ଥିବା କ୍ୱାଡ ଲିଡର୍ସ…

5 months ago

ଜାପାନରୁ ଟ୍ରମ୍ପଙ୍କୁ ବଡ଼ ବାର୍ତ୍ତା ପଠାଇଲେ ମୋଦି, ଚାଇନାକୁ ନେଇ କହିଲେ…

ନୂଆଦିଲ୍ଲୀ, ୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କହିଛନ୍ତି ଯେ ବିଶ୍ୱ ଅର୍ଥନୈତିକ ବ୍ୟବସ୍ଥାରେ ସ୍ଥିରତା ଆଣିବା ପାଇଁ ଭାରତ ଏବଂ ଚାଇନା ଏକାଠି କାମ କରିବା…

5 months ago