ଭୁବନେଶ୍ୱର, ୧୧ା୭(ଅନୁରାଧା ମହାରଣା)- କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୬ତମ ରୋଜଗାର ମେଳା ଶନିବାର ଦେଶର ୪୭ଟି ସ୍ଥାନରେ ଅନୁଷ୍ଠିତ ହେବ। ପୂର୍ବତଟ ରେଳପଥ ଦ୍ୱାରା ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ…
ନୂଆଦିଲ୍ଲୀ,୧୧।୭: ବୁଧବାର ମହାରାଷ୍ଟ୍ରର ନାଗପୁରରେ ଏକ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତ କହିଥିଲେ, ‘ଯେତେବେଳେ ଆପଣ ୭୫ ବର୍ଷ…
ନୂଆଦିଲ୍ଲୀ,୧୧।୭: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟକୁ କଟାକ୍ଷ କରିଛନ୍ତି। ସେ ପ୍ରଶ୍ନ କରିଛନ୍ତି ଯେ ଭାରତର ବୈଦେଶିକ…
ଭଦୋଦରା,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭଦୋଦରା ଜିଲାରେ ପୋଲ ଭୁଶୁଡ଼ିବା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁର୍ଘଟଣାରେ ୯ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନେକ…
ନୂଆଦିଲ୍ଲୀ, ୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରାଜିଲର ରିଓ ଡି ଜାନେରୋରେ ଅନୁଷ୍ଠିତ ୧୭ତମ ବ୍ରିକ୍ସ ସମ୍ମିଳନୀରେ ଭାଷଣ ଦେଇ ଗ୍ଲୋବାଲ୍ ସାଉଥ୍ର ମହତ୍ୱ ଉପରେ ଗୁରୁତ୍ୱାରୋପ…
ତ୍ରିନିଦାଦ ଏବଂ ଟୋବାଗୋ,୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ତ୍ରିନିଦାଦ ଏବଂ ଟୋବାଗୋ ଗସ୍ତରେ ଅଛନ୍ତି। ସେଠାରେ ତାଙ୍କ ସମ୍ମାନାର୍ଥେ ଏକ ରାତ୍ରୀଭୋଜନର ଆୟୋଜନ କରାଯାଇଥିଲା। ଏହି…
ଅକରା,୩।୭: ଘାନା ଗଣରାଜ୍ୟର ସଂସଦକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ‘ଆଜି ଏହି ପ୍ରତିଷ୍ଠିତ ଗୃହକୁ ସମ୍ବୋଧିତ କରି ମୁଁ ଗର୍ବ ଅନୁଭବ କରୁଛି।…
ନୂଆଦିଲ୍ଲୀ/ଓ୍ବାଶିଂଟନ,୩।୭:ଭାରତ ଏବଂ ଆମେରିକା ମଧ୍ୟରେ ଟ୍ରେଡ୍ ଡିଲ୍ ବହୁ ଦିନ ଧରି ଆଲୋଚନାରେ ରହିଛି। ଏବେ ଏହି ମଧ୍ୟବର୍ତ୍ତୀକାଳୀନ ଟ୍ରେଡ୍ ଡିଲ୍କୁ ଚୂଡ଼ାନ୍ତ କରାଯିବ ବୋଲି ଚର୍ଚ୍ଚା…
ନୂଆଦିଲ୍ଲୀ,୨୭ା୬: ପବିତ୍ର ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘X’ରେ ରଥଯାତ୍ରାର ଏକ ଭିଡିଓ ଶେୟାର କରି…
ନୂଆଦିଲ୍ଲୀ,୨୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରିବା ପାଇଁ ଗତକାଲି ରାତିରେ ତାଙ୍କ…
ନୂଆଦିଲ୍ଲୀ,୨୫।୬: ଜରୁରୀକାଳୀନ ପରିସ୍ଥିତିକୁ ୫୦ ବର୍ଷ ବିତିଗଲାଣି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେହି ସମୟକୁ ମନେ ପକାଇ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଲେଖିଛନ୍ତି, ‘ଆଜି…
ନୂଆଦିଲ୍ଲୀ,୨୨ା୬: ଇରାନ ଉପରେ ଆମେରିକା ଆକ୍ରମଣ କରିବା ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଇରାନର ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ସହ…