ଯୁଦ୍ଧ ଭିତରେ ରାତି ୯ଟା ୩୦ରେ ବସିବ CCS ବୈଠକ, ମୋଦିଙ୍କ ଅଧ୍ୟକ୍ଷତାରେ ହେବ…
ନୂଆଦିଲ୍ଲୀ,୧ା୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଆଲର୍ଟରେ ମୋଦି ସରକାର। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ ଏବଂ ସାମରିକ କାର୍ଯ୍ୟକଳାପ ବିଶ୍ୱବ୍ୟାପୀ ଚିନ୍ତା ବଢ଼ାଇଛି । ଏହି ସମୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ୍ କମିଟି ଅନ୍ ସିକ୍ୟୁରିଟି (CCS)ର ଏକ…
ଯୁଦ୍ଧ ଭିତରେ ମୋଦିଙ୍କୁ ଚିଠି ଲେଖିଲେ ଜିତୁ ପଟଓ୍ବାରୀ
ଭୋପାଳ,୧।୩: ଆମେରିକା-ଇସ୍ରାଏଲ ଆକ୍ରମଣ ଏବଂ ଇରାନ ଉପରେ ପ୍ରତିଶୋଧମୂଳକ ଆକ୍ରମଣ ଯୋଗୁ ଦୁବାଇ ଏବଂ ସାରଜାହା ବିମାନବନ୍ଦରରେ ଫସି ରହିଥିବା ମଧ୍ୟପ୍ରଦେଶର ୧୦୦ ରୁ ଅଧିକ ନାଗରିକଙ୍କ ସମେତ ସମସ୍ତ ଭାରତୀୟଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ କଂଗ୍ରେସ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଭାଜପା ଇଚ୍ଛାଧାରୀ ନାଗ, ମୋଦିଙ୍କୁ ନେଇ କ’ଣ କହିଲେ ପବନ ଖେରା ଜାଣନ୍ତୁ
ନୂଆଦିଲ୍ଲୀ,୨୭।୨: ଶୁକ୍ରବାର (୨୭ ଫେବୃଆରୀ) ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ଅବକାରୀ ନୀତି ସହିତ ଜଡିତ ଏକ CBI ମାମଲାରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ…
Video: ନେତାନ୍ୟାହୁ ପିନ୍ଧିଲେ ଭାରତୀୟ ପୋଷାକ, ତାଙ୍କ ପତ୍ନୀ ବି ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁମାଲ ସହିତ ମେଳ ଖାଉଥିବା…
ଜେରୁଜେଲମ,୨୬।୨: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଅଛନ୍ତି। ବୁଧବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦି ତେଲ ଅଭିଭରେ ପହଞ୍ଚିବା ପରେ ତାଙ୍କୁ ବେଞ୍ଜାମିନ ନେତାନ୍ୟାହୁ ଏବଂ ତାଙ୍କ ପତ୍ନୀ ସାରା ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ…
ଅନ୍ୟ କେଉଁ ଦେଶକୁ ନୁହେଁ, କେବଳ ଭାରତକୁ ଏହି ଜିନିଷ ଦେବ ଇସ୍ରାଏଲ୍: ଥରିଉଠିବ ପାକିସ୍ତାନ
ନୂଆଦିଲ୍ଲୀ,୨୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଇସ୍ରାଏଲ ଗସ୍ତ ସମୟରେ ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷରିତ ହେବାକୁ ଯାଉଛି। ବିଶ୍ୱର ବିଭିନ୍ନ ଦେଶ ଏହି ଅସ୍ତ୍ର ଦାବି କରିଆସୁଛନ୍ତି, କିନ୍ତୁ ଇସ୍ରାଏଲ ଏହାକୁ କେବଳ ଭାରତକୁ ଯୋଗାଇବାକୁ ନିଷ୍ପତ୍ତି ନେଇଛି। ଏହି…
ବଡ଼ କୀର୍ତ୍ତିମାନ ହାସଲ କଲେ ମୋଦି: ଟ୍ରମ୍ପଙ୍କୁ ପଛରେ ପକାଇ ହେଲେ ନମ୍ବର-୧
ନୂଆଦିଲ୍ଲୀ,୨୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ଏକ ନୂତନ ରେକର୍ଡ ସ୍ଥାପନ କରିଛନ୍ତି। ସେ ଇନଷ୍ଟାଗ୍ରାମରେ ୧୦୦ ନିୟୁତରୁ ଅଧିକ ଫଲୋଅର୍ସ ଥିବା ପ୍ରଥମ ବିଶ୍ୱ ନେତା ହୋଇଛନ୍ତି। ଏହି ସଫଳତା ସେ ଇସ୍ରାଏଲ ଯାଉଥିବା ସମୟରେ ହାସଲ କରିଥିଲେ।…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭାଇ ବୋଲି କହିଲେ ନେତାନ୍ୟାହୁ, ସଂସଦରେ କହିଲେ ‘ଭାରତ ଆମର ମହାନ ବନ୍ଧୁ…’
ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ଭବ୍ୟ ସ୍ୱାଗତ ପରେ, ପ୍ରଧାନମନ୍ତ୍ରୀ ମୋଦି ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଅଛି । ଏହା ପୂର୍ବରୁ ବେଞ୍ଜାମିନ୍ ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭାଇ ବୋଲି କହିଥିଲେ। ଇସ୍ରାଏଲୀ…
ପୁଣି ଭାରତକୁ ବଡ଼ ଝଟକା ଦେଲେ ଟ୍ରମ୍ପ, ହରଡଘଣାରେ ପଡିଲେ ମୋଦି
ଓ୍ବାଶିଂଟନ୍,୨୫।୨: ଆମେରିକା ପୁଣି ଥରେ ଭାରତକୁ ଏକ ବଡ଼ ଝଟକା ଦେଇଛି। ସୌର ପ୍ୟାନେଲ ଉପରେ ପ୍ରାରମ୍ଭିକ ୧୨୬% ଟାରିଫ୍ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି। ଆମେରିକା ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ମଧ୍ୟ ଟ୍ରମ୍ପଙ୍କ ନିଷ୍ପତ୍ତିକୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି।…
ମୋଦିଙ୍କ ଇସ୍ରାଏଲ ଗସ୍ତ ପୂର୍ବରୁ ଭୟ କରୁଛନ୍ତି ନେତାନ୍ୟାହୁ!
ଜେରୁଜେଲମ,୨୪।୨: ଇସ୍ରାଏଲୀ ସଂସଦ, ନେସେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯୋଜନାବଦ୍ଧ ଭାଷଣକୁ ନେଇ ଏକ ବଡ଼ ବିବାଦ ଦେଖାଦେଇଛି। ଇସ୍ରାଏଲୀ ବିରୋଧୀ ଦଳଗୁଡ଼ିକ ବୟକଟ ଧମକ ଦେଉଛନ୍ତି, ଯାହା ସଂସଦରେ ଆସନ ଖାଲି କରିପାରେ। ଏହାର ଜବାବରେ, ଇସ୍ରାଏଲୀ ସଂସଦର ବାଚସ୍ପତି…
କଂଗ୍ରେସ ଦୁଃସ୍ଥ ରାଜନୀତିକୁ ଓହ୍ଲାଇଛି: ମୋଦି
ନୂଆଦିଲ୍ଲୀ,୨୩ା୨: ଭାରତ ଏଆଇ ଇମ୍ପାକ୍ଟ ସମିଟ୍ରେ ଯୁବ କଂଗ୍ରେସ କର୍ମୀଙ୍କ ଅର୍ଦ୍ଧନଗ୍ନ ଶରୀରରେ ବିକ୍ଷୋଭ କରିବା ବିଷୟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ବର୍ଷିଛନ୍ତି। ଏଆଇ ସମିଟ୍ ଭଳି ଏକ ବୈଶ୍ୱିକ ସମାବେଶରେ କଂଗ୍ରେସ କର୍ମୀମାନେ ଯେଭଳି ଆଚରଣ…
‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ
ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ ଉପରେ ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟାର୍ଗେଟ କରି କହିଛନ୍ତି, ‘କଂଗ୍ରେସ ଏକ ବିଶ୍ୱସ୍ତରୀୟ…
‘ଯେଉଁମାନେ ଖେଳନ୍ତି, କେବଳ ସେମାନେ ପ୍ରସ୍ଫୁଟିତ ହୁଅନ୍ତି…’, ‘ମନ କି ବାତ’ରେ କାନାଡିଆନ ଦଳ ବିଷୟରେ କାହିଁକି କହିଥିଲେ ମୋଦି? ଜାଣନ୍ତୁ…
ନୂଆଦିଲ୍ଲୀ,୨୨।୨: ରବିବାର (୨୨ ଫେବୃଆରୀ) ମନ କି ବାତର ୧୩୧ ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଏହି ଶିଖର ସମ୍ମିଳନୀରେ ବିଶ୍ୱ AI କ୍ଷେତ୍ରରେ ଭାରତର ଉଲ୍ଲେଖନୀୟ କ୍ଷମତା ଦେଖିଛି। ଭାରତ ତିନୋଟି ମେଡ ଇନ ଇଣ୍ଡିଆ…

