ଧନଖରଙ୍କ ଇସ୍ତଫାକୁ ନେଇ ଏମିତି କହିଲେ ମୋଦି, ହେଉଛି ଚର୍ଚ୍ଚା
ନୂଆଦିଲ୍ଲୀ,୨୨।୭: ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଇସ୍ତଫା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା ଆସିଛି। ଇନଷ୍ଟାଗ୍ରାମରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଧନଖରଙ୍କ ସୁସ୍ଥତା କାମନା କରୁଛନ୍ତି। ସେ ଅନେକ ଭୂମିକାରେ ଦେଶ ସେବା କରିଛନ୍ତି। ସୋମବାର…
ମୋଦି ୪୨ ଦେଶ ବୁଲିପାରୁଛନ୍ତି ହେଲେ ମଣିପୁର ଯାଇପାରୁ ନାହାଁନ୍ତି, ପ୍ରଧାନମନ୍ତ୍ରୀଙ୍କୁ କଟାକ୍ଷ କଲେ ମଲ୍ଲିକାର୍ଜୁନ
ନୂଆଦିଲ୍ଲୀ,୧୯।୭: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର କର୍ନାଟକର ମୈସୁରୁରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ ମଣିପୁରରେ ହିଂସା ଉପରେ ପ୍ରଧାନମନ୍ତ୍ରୀ…
ମା’ କାଳୀଙ୍କ ନାଁ ନେବାରୁ ମୋଦିଙ୍କ ଉପରେ ବର୍ଷିଲେ ମହୁଆ
ନୂଆଦିଲ୍ଲୀ,୧୯।୭: ପଶ୍ଚିମବଙ୍ଗର ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେବୀ କାଳୀଙ୍କ ନାମ ନେବାରୁ ତ୍ରୁଣଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଏହାକୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି ଯେ ବଙ୍ଗାଳୀ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ଏପରି ପ୍ରୟାସ…
ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି! D ଏରିଆରେ ପ୍ରବେଶ କଲେ ୩ ସନ୍ଦିଗ୍ଧ
ମୋତିହାରୀ,୧୮।୭: ମୋତିହାରୀର ଗାନ୍ଧୀ ମଇଦାନରେ ଶୁକ୍ରବାର ଆୟୋଜିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି ସମୟରେ କଡ଼ା ସୁରକ୍ଷା ମଧ୍ୟରେ, ସନ୍ଦେହଜନକ ପରିସ୍ଥିତିରେ ତିନି ଜଣ ବ୍ୟକ୍ତି ହଠାତ ହାଇ ସିକ୍ୟୁରିଟି ଜୋନ (ଡି ଏରିଆ) ଭିତରକୁ ପ୍ରବେଶ କରିଥିଲେ। ଘଟଣାସ୍ଥଳରେ ନିୟୋଜିତ…
ବଡ଼ ଅପଡେଟ୍: ଏହିଦିନ ଆସିବ ପିଏମ କିଷାନ ଟଙ୍କା, ଏମାନଙ୍କୁ ମିଳିବନି …
ନୂଆଦିଲ୍ଲୀ,୧୨।୭: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ଆଶ୍ୱସ୍ତିର ଖବର ଆସୁଛି। ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା (ପିଏମ କିଷାନ ଯୋଜନା)ର ୨୦ତମ କିସ୍ତି ପାଇଁ ଚାଷୀମାନେ ଦୀର୍ଘ ଦିନ ଧରି ଅପେକ୍ଷା କରିଥିଲେ। ଏବେ ଖବର ଆସିଛି ଯେ…
କାଲି ୫୧ହଜାର ନିଯୁକ୍ତିପତ୍ର ବାଣ୍ଟିବେ ମୋଦି, ଓଡ଼ିଶାରୁ ୨୦୦ ପାଇବେ ନିଯୁକ୍ତି
ଭୁବନେଶ୍ୱର, ୧୧ା୭(ଅନୁରାଧା ମହାରଣା)- କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୬ତମ ରୋଜଗାର ମେଳା ଶନିବାର ଦେଶର ୪୭ଟି ସ୍ଥାନରେ ଅନୁଷ୍ଠିତ ହେବ। ପୂର୍ବତଟ ରେଳପଥ ଦ୍ୱାରା ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମଠାରେ ହେବାକୁ ଥିବା ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡ଼ିଓି…
‘ଏହିଦିନ ଅବସର ନେବେ ପ୍ରଧାନମନ୍ତ୍ରୀ ମୋଦି’, ବଡ଼ ଭବିଷ୍ୟବାଣୀ କଲେ କଂଗ୍ରେସ ନେତା, ଜାଣନ୍ତୁ ଏହା ପଛର କାରଣ
ନୂଆଦିଲ୍ଲୀ,୧୧।୭: ବୁଧବାର ମହାରାଷ୍ଟ୍ରର ନାଗପୁରରେ ଏକ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତ କହିଥିଲେ, ‘ଯେତେବେଳେ ଆପଣ ୭୫ ବର୍ଷ ବୟସର ହୁଅନ୍ତି, ସେତେବେଳେ ଆପଣ ଅଟକି ଅନ୍ୟମାନଙ୍କ ପାଇଁ ରାସ୍ତା ତିଆରି କରିବା…
‘ବିନା ନିମନ୍ତ୍ରଣରେ ବିରିୟାନି ଖାଇବାକୁ ପାକିସ୍ତାନ ପହଞ୍ଚି ଯାଉଛନ୍ତି ମୋଦି’,କାହିଁକି ଏମିତି କଟାକ୍ଷ କଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୧।୭: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟକୁ କଟାକ୍ଷ କରିଛନ୍ତି। ସେ ପ୍ରଶ୍ନ କରିଛନ୍ତି ଯେ ଭାରତର ବୈଦେଶିକ ନୀତିର ଉଦ୍ଦେଶ୍ୟ କେବଳ ପ୍ରଚାର? ମାନଙ୍କ ଅନୁସାରେ, ପ୍ରଧାନମନ୍ତ୍ରୀ ଏପରି ଦେଶ ଗସ୍ତ…
ମହିସାଗର ପୋଲ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୋଦି, ମୃତକଙ୍କ ପରିବାର ପାଇଁ ଘୋଷଣା କଲେ ସହାୟତା ରାଶି
ଭଦୋଦରା,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭଦୋଦରା ଜିଲାରେ ପୋଲ ଭୁଶୁଡ଼ିବା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁର୍ଘଟଣାରେ ୯ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନେକ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାର ପାଇଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି।…
ଗ୍ଲୋବାଲ୍ ସାଉଥ୍ ବିନା ବିଶ୍ୱ ସଂସ୍ଥାଗୁଡ଼ିକ ନେଟୱାର୍କ ବିନା SIM ପରି: ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ, ୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରାଜିଲର ରିଓ ଡି ଜାନେରୋରେ ଅନୁଷ୍ଠିତ ୧୭ତମ ବ୍ରିକ୍ସ ସମ୍ମିଳନୀରେ ଭାଷଣ ଦେଇ ଗ୍ଲୋବାଲ୍ ସାଉଥ୍ର ମହତ୍ୱ ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ, ଗ୍ଲୋବାଲ୍ ସାଉଥ୍ ବିନା ବିଶ୍ୱ ସଂସ୍ଥାଗୁଡ଼ିକ ମୋବାଇଲରେ…
ଏମିତି ପତ୍ରରେ ଖାଇଲେ ପ୍ରଧାନମନ୍ତ୍ରୀ ମୋଦି: ସ୍ବତନ୍ତ୍ରତା ଜାଣିଲେ…
ତ୍ରିନିଦାଦ ଏବଂ ଟୋବାଗୋ,୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ତ୍ରିନିଦାଦ ଏବଂ ଟୋବାଗୋ ଗସ୍ତରେ ଅଛନ୍ତି। ସେଠାରେ ତାଙ୍କ ସମ୍ମାନାର୍ଥେ ଏକ ରାତ୍ରୀଭୋଜନର ଆୟୋଜନ କରାଯାଇଥିଲା। ଏହି ସମୟରେ ତାଙ୍କୁ ଏକ ସ୍ବତନ୍ତ୍ର ପତ୍ର ସୋହରୀରେ ଖାଦ୍ୟ ପରିବେଷଣ କରାଯାଇଥିଲା। ଏହି…
ଆରମ୍ଭ ହେଲା ଘାନା-ଭାରତ କୁଟନୀତିର ନୂଆ ଯୁଗ
ଅକରା,୩।୭: ଘାନା ଗଣରାଜ୍ୟର ସଂସଦକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ‘ଆଜି ଏହି ପ୍ରତିଷ୍ଠିତ ଗୃହକୁ ସମ୍ବୋଧିତ କରି ମୁଁ ଗର୍ବ ଅନୁଭବ କରୁଛି। ଘାନାରେ ରହିବା ଏକ ସୌଭାଗ୍ୟର କଥା, ଏହା ଏକ ଭୂମି ଯାହା ଗଣତନ୍ତ୍ରର…
Archives


