Tag Archives: pm modi

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ୪୮ ଘଣ୍ଟା ମଧ୍ୟରେ ହେବାକୁ ଯାଉଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୩।୭:ଭାରତ ଏବଂ ଆମେରିକା ମଧ୍ୟରେ ଟ୍ରେଡ୍‌ ଡିଲ୍‌ ବହୁ ଦିନ ଧରି ଆଲୋଚନାରେ ରହିଛି। ଏବେ ଏହି ମଧ୍ୟବର୍ତ୍ତୀକାଳୀନ ଟ୍ରେଡ୍‌ ଡିଲ୍‌କୁ ଚୂଡ଼ାନ୍ତ କରାଯିବ ବୋଲି ଚର୍ଚ୍ଚା ହେଉଛି। ଏକ ରିପୋର୍ଟ ଅନୁଯାୟୀ, ଟ୍ରେଡ୍‌ ଡିଲ୍‌କୁ ୪୮ ଘଣ୍ଟା ମଧ୍ୟରେ ଚୂଡ଼ାନ୍ତ…

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୨୭ା୬: ପବିତ୍ର ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘X’ରେ ରଥଯାତ୍ରାର ଏକ ଭିଡିଓ ଶେୟାର କରି କହିଛନ୍ତି, ମହାପ୍ରଭୁ ଆମ ପାଇଁ ଆରାଧ୍ୟ ଓ ପ୍ରେରଣା…ପୂରା ବିଶ୍ୱରେ ରଥଯାତ୍ରାର ସ୍ବତନ୍ତ୍ର…

ନବୀନଙ୍କୁ ଫୋନ୍ କରି କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ, ସ୍ୱାସ୍ଥ୍ୟ କଥା ବୁଝି କଲେ ଆରୋଗ୍ୟ କାମନା

ନୂଆଦିଲ୍ଲୀ,୨୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରିବା ପାଇଁ ଗତକାଲି ରାତିରେ ତାଙ୍କ ସହ ଫୋନରେ କଥା ହୋଇଛନ୍ତି ଏବଂ ଶୀଘ୍ର ଓ ପୂର୍ଣ୍ଣ ଆରୋଗ୍ୟ କାମନା…

ଏମରଜେନ୍ସିର ୫୦ ବର୍ଷ ପୂର୍ତ୍ତିକୁ ନେଇ ନାନା ଅଭିଯୋଗ ଆଣିଲେ ମୋଦି

ନୂଆଦିଲ୍ଲୀ,୨୫।୬: ଜରୁରୀକାଳୀନ ପରିସ୍ଥିତିକୁ ୫୦ ବର୍ଷ ବିତିଗଲାଣି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେହି ସମୟକୁ ମନେ ପକାଇ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଲେଖିଛନ୍ତି, ‘ଆଜି ଜରୁରୀକାଳୀନ ପରିସ୍ଥିତି ଲାଗୁ ହେବାର ୫୦ ବର୍ଷ ପୂରଣ ହେଉଛି, ଯାହା ଭାରତର…

ଆମେରିକା ଆକ୍ରମଣ ପରେ ସାମ୍ନାକୁ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୨୨ା୬: ଇରାନ ଉପରେ ଆମେରିକା ଆକ୍ରମଣ କରିବା ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଇରାନର ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ସହ ଫୋନ୍‌ରେ କଥା ହୋଇ ପ୍ରଧାନମନ୍ତ୍ରୀ ବର୍ତ୍ତମାନର ପରିସ୍ଥିତି ବିଷୟରେ ଆଲୋଚନା କରିବା ସହ…

୩ ଲକ୍ଷ ଲୋକଙ୍କ ସହ ମିଶି ଯୋଗ କଲେ ମୋଦି: କହିଲେ, ଯୋଗ ବିଶ୍ୱକୁ ଯୋଡ଼ିଛି

ବିଶାଖାପାଟନା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାରା ବିଶ୍ୱ ଯୋଗ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଶାଖାପାଟଣାରେ ଯୋଗ ଦିବସର ନେତୃତ୍ୱ ନେଉଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବିଶାଖାପାଟଣାରେ ୩ ଲକ୍ଷ ଲୋକଙ୍କ ସହିତ ଏକ ସାମୁହିକ ଯୋଗ କାର୍ଯ୍ୟକ୍ରମର…

ସାରା ବିଶ୍ୱରେ ମୋଦିଙ୍କ ଜଲଓ୍ବା: ଏହି ମାମଲାରେ ଟ୍ରମ୍ପ-ପୁଟିନଙ୍କୁ ପକାଇଦେଲେ ପଛରେ

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ମୋଦି ଦୁଇ ଦିନିଆ ଗସ୍ତରେ ତୁର୍କୀର ପଡ଼ୋଶୀ ଦେଶ ସାଇପ୍ରସରେ ପହଞ୍ଚିଥିଲେ। ଏଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ କ୍ରସ ଅଫ ଦି ଅର୍ଡର ଅଫ ମାକାରିଓସ III’ ପ୍ରଦାନ କରାଯାଇଥିଲା। ରାଷ୍ଟ୍ରପତି ଭବନରେ…

ମୋଦିଙ୍କ ସହ ଫଟୋ ଶେୟାର କରି ହୃଦୟର କଥା କହିଦେଲେ ମେଲୋନି: ପ୍ରଧାନମନ୍ତ୍ରୀ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି G7 ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ପାଇଁ କାନାଡାର କାନାନାସ୍କିସ ପହଞ୍ଚିଛନ୍ତି। ଏହି ସମ୍ମିଳନୀରେ ସେ ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ସମେତ ଅନେକ ଦେଶର ପ୍ରମୁଖ ନେତାଙ୍କୁ ଭେଟିଛନ୍ତି। ମେଲୋନି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ କାନାଡା ଗସ୍ତ ସମୟରେ ଖଲିସ୍ତାନ ଆତଙ୍କବାଦୀଙ୍କ ‘ଆମ୍ବୁସ୍’ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୧୭।୬: କାନାଡାର କାନାନାସ୍କିସ୍‌, ଆଲବର୍ଟାରେ ଜୁନ୍‌ ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଜି୭ ଶିଖର ବୈଠକରେ ଯୋଗଦେବା ପାଇଁ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାନାଡା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ଖଲିସ୍ତାନ ଆତଙ୍କବାଦୀ ଗୋଷ୍ଠୀମାନେ ତାଙ୍କୁ ‘ଆମ୍ବୁସ୍’…

Video: ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଦ ଛୁଇଁଲେ ସାଇପ୍ରସ ସାଂସଦ, ଭିଡିଓ ଭାଇରାଲ

ସାଇପ୍ରସ, ୧୬।୬: ସାଇପ୍ରସର ରାଜଧାନୀ ନିକୋସିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ୱାଗତ ସମାରୋହରେ ଏକ ହୃଦୟସ୍ପର୍ଶୀ ମୁହୂର୍ତ୍ତ ଦେଖିବାକୁ ମିଳିଛି। ନିକୋସିଆ ମ୍ୟୁନିସିପାଲ କାଉନସିଲର ସଦସ୍ୟା ମିଶାଏଲା କିଥ୍ରିଓଟି ମ୍ଲାପା ଐତିହାସିକ ନିକୋସିଆ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ୱାଗତ କରିବା ସମୟରେ…

ମୋଦିଙ୍କୁ ମିଳିଲା ଏହି ଦେଶର ସର୍ବୋଚ୍ଚ ସମ୍ମାନ: ଖୁସିରେ ହୋଇଗଲେ ଗଦ୍‌ଗଦ୍‌

ନିକୋସିଆ,୧୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଇପ୍ରସ ଗସ୍ତରେ ଅଛନ୍ତି ଏବଂ ତାଙ୍କ ଗସ୍ତର ଦ୍ୱିତୀୟ ଦିନରେ, ତାଙ୍କୁ ଏହି ୟୁରୋପୀୟ ଦେଶର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦି ସାଇପ୍ରସର ସର୍ବୋଚ୍ଚ ସମ୍ମାନ ପାଇବାରେ ବିଶ୍ୱର ୨୩ତମ ନେତା। ଏହି…

ମୋଦି ସରକାରଙ୍କ ୧୧ ବର୍ଷ ପୂରଣ: ପରିବର୍ତ୍ତନ ଏବଂ ଆଗାମୀ ଟାର୍ଗେଟ

ନୂଆଦିଲ୍ଲୀ,୧୦।୬: ଭାରତ, ବର୍ତ୍ତମାନ $୪.୨ ଟ୍ରିଲିୟନ GDP ସହିତ ଜାପାନକୁ ଅତିକ୍ରମ କରିଛି ଏବଂ ଆଗାମୀ କିଛି ବର୍ଷରେ ଜର୍ମାନୀକୁ ଅତିକ୍ରମ କରି ତୃତୀୟ ସର୍ବଶ୍ରେଷ୍ଠ ଆର୍ଥିକତା ହେବା ଆଶା କରାଯାଉଛି। ଏହି ପରିବର୍ତ୍ତନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri