Tag Archives: pm modi

ମେ ୬ ରାତି କଥା ମନେ ପକାଇଲେ ମୋଦି: କହିଲେ, ସେଦିନ ଥିଲା ଐତିହାସିକ ଦିନ

ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଜମ୍ମୁ ଏବଂ କଶ୍ମୀରର ରିଆସି ଜିଲାରେ ଚେନାବ ବ୍ରିଜ୍‌ର ଉଦଘାଟନ କରିଛନ୍ତି। ଏହି ବ୍ରିଜ୍‌ ଚେନାବ ନଦୀ ଉପରେ ନିର୍ମିତ ଏବଂ ଏହାକୁ ବିଶ୍ୱର ସର୍ବୋଚ୍ଚ ରେଳ ବ୍ରିଜ୍‌ ଭାବରେ ବିବେଚନା କରାଯାଏ। ଏହି…

ବିଶ୍ୱର ସବୁଠାରୁ ଉଚ୍ଚ ବ୍ରିଜ ଉପରକୁ ତ୍ରିରଙ୍ଗା ନେଇ କାହିଁକି ପହଞ୍ଚିଲେ ମୋଦି? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୬।୬: ପହଲଗାମ ଆକ୍ରମଣ ପରେ ପ୍ରଥମ ଥର ପାଇଁ, ଶୁକ୍ରବାର ଅର୍ଥାତ ଜୁନ ୬,୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜମ୍ମୁ ଏବଂ କଶ୍ମୀରରେ ପହଞ୍ଚିଛନ୍ତି। ଏଠାରେ ସେ ରିଆସି ଜିଲାରେ ନିର୍ମିତ ଚେନାବ ସେତୁର ଉଦଘାଟନ କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ…

ଚେନାବ ବ୍ରିଜ୍‌ ଉପରେ ତ୍ରିରଙ୍ଗା ଉଡ଼ାଇଲେ ମୋଦି: ଚାଇନା-ପାକିସ୍ତାନକୁ ଦେଲେ କଡ଼ା ବାର୍ତ୍ତା

ଶ୍ରୀନଗର,୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜମ୍ମୁ-କଶ୍ମୀରର ରେଆସି ଜିଲା ଅନ୍ତର୍ଗତ ଚେନାବ ନଦୀ ଉପରେ ନିର୍ମିତ ବିଶ୍ୱର ସର୍ବୋଚ୍ଚ ରେଲଓ୍ବେ ବ୍ରିଜ୍‌କୁ ଉଦ୍‌ଘାଟନ କରିଛନ୍ତି। ବ୍ରିଜ୍‌ ଉଦଘାଟନ ପରେ ପ୍ରଧାନମନ୍ତ୍ରୀ ମୋଦି ତ୍ରିରଙ୍ଗା ଉଡ଼ାଉଥିବାର ଦେଖାଯାଇଥିଲା। ପ୍ରଧାନମନ୍ତ୍ରୀ ଚେନାବ ବ୍ରିଜ୍‌ରୁ ତ୍ରିରଙ୍ଗା…

ଓଡ଼ିଶା ଆସିବେ ମୋଦି: ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ସାମିଲ ହୋଇ…

ଭୁବନେଶ୍ୱର,୫ା୬: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବାର ମୁଖ୍ୟ ଉଦ୍ଦେଶ୍ୟ ହେଲା ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଳନ ଉତ୍ସବରେ ସାମିଲ ହେବେ। ତେବେ ପ୍ରଧାନମନ୍ତ୍ରୀ ଜୁନ୍‌ ୧୧ କିମ୍ବା ୧୨ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ…

ରାତି ଅନିଦ୍ରା ହୋଇ କିପରି ଅପରେଶନ ସିନ୍ଦୁର ଟ୍ରାକ୍ କରୁଥିଲେ ପ୍ରଧାନମନ୍ତ୍ରୀ, ଖୁଲାସା କଲେ ମନ୍ତ୍ରୀ

ନୂଆଦିଲ୍ଲୀ,୪ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅପରେଶନ ସିନ୍ଦୁର ବିମାନ ଆକ୍ରମଣକୁ ରାତିସାରା ନୀରିକ୍ଷଣ କରୁଥିଲେ। ଏଥିସହିତ ପାକିସ୍ତାନର ପରମାଣୁ ବ୍ଲାକମେଲକୁ ଖାତିର ନ କରି କିପରି ଆତଙ୍କବାଦୀ ଆଡ୍ଡା ଉପରେ ଭାରତ ଆକ୍ରମଣ କଲା, ତାହାକୁ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ…

ଟ୍ରମ୍ପ୍‌ ଦେଲେ ନିର୍ଦ୍ଦେଶ, ”ନରେନ୍ଦର ସରେଣ୍ଡର”, ପାକିସ୍ତାନ ସହିତ ଯୁଦ୍ଧ ବିରତିକୁ ନେଇ ରାହୁଲ ଗାନ୍ଧୀଙ୍କ ତାଚ୍ଛଲ୍ୟ

ଭୋପାଳ, ୩।୬: କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ଭୋପାଳରେ ଏକ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଭାରତ-ପାକିସ୍ତାନ ଅସ୍ତ୍ରବିରତି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସରକାରଙ୍କୁ ତୀବ୍ର ଆକ୍ରମଣ କରିଛନ୍ତି। ରାହୁଲ ଗାନ୍ଧୀ…

୬ ବର୍ଷ ମଧ୍ୟରେ ପ୍ରଥମଥର ଘଟିବ ଏମିତି: ପ୍ରଧାନମନ୍ତ୍ରୀ ମୋଦି ଯିବେନି…

ନୂଆଦିଲ୍ଲୀ,୨।୬: ୬ ବର୍ଷ ମଧ୍ୟରେ ପ୍ରଥମ ଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ମିଳନୀରେ ଯୋଗ ଦେବେ ନାହିଁ। G7 ଦେଶଗୁଡ଼ିକ ଜୁନ ୧୫ ରୁ ଜୁନ ୧୭ ପର୍ଯ୍ୟନ୍ତ କାନାଡାର ଆଲବର୍ଟରେ ବୈଠକ କରିବେ। କିନ୍ତୁ ଭାରତକୁ ଏପର୍ଯ୍ୟନ୍ତ ସରକାରୀ ନିମନ୍ତ୍ରଣ…

ପରଲୋକରେ ‘ଜରି ମାଉସୀ’, ପ୍ରଧାନମନ୍ତ୍ରୀଙ୍କ ମନ୍‌ କି ବାତ୍‌ରେ କଥା ହୋଇ ଚର୍ଚ୍ଚାରେ ଥିଲେ…

କେନ୍ଦ୍ରାପଡ଼ା,୧ା୬(ଜଗନ୍ନାଥ ଧଳ): ସୁସ୍ଥ ପରିବେଶ ଓ ଅଳିଆ ସାମଗ୍ରୀରୁ ହସ୍ତକଳାକୁ ଗୁରୁତ୍ୱ ଦେଇଥିବା କେନ୍ଦ୍ରାପଡ଼ା ଜିଲାର ବହୁ ଚର୍ଚ୍ଚିତ ବ୍ୟକ୍ତିତ୍ୱ କମଳା ମହାରଣା (୬୬)ଙ୍କର ଶନିବାର ରାତିରେ ମୃତ୍ୟୁ ହୋଇଛି। ଗତ ମେ’ ୨୮ରେ ଘରେ ଗୋଡ଼ ଖସିଯିବାରୁ ଆହତ ହୋଇ…

ଘରେ ପଶି ମାରିବୁ…ପାକିସ୍ତାନକୁ ପୁଣି ଧମକ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ମଧ୍ୟପ୍ରଦେଶର ଭୋପାଳରେ ଦେବୀ ଅହଲ୍ୟାବାଈ ମହିଳା ସଶକ୍ତିକରଣ ମହାସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ ଏବଂ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏକ ଜନସଭାକୁ ସମ୍ବୋଧିତ କରି ପାକିସ୍ତାନକୁ ଟାର୍ଗେଟ୍‌ କରିଥିଲେ। ଅପରେଶନ ସିନ୍ଦୂର ହେଉଛି ଆତଙ୍କବାଦ…

ମୁଁ ମୁହଁ ଖୋଲିଲେ ସବୁକିଛି ପଦାରେ ପଡ଼ିଯିବ…ଆଇପିଏଲ୍‌ ଫାଇନାଲ୍‌କୁ ନେଇ ମୋଦିଙ୍କୁ ଟାର୍ଗେଟ୍‌ କଲେ ମମତା

କୋଲକାତା, ୩୦।୫: IPL 2025 ର ଫାଇନାଲ ମ୍ୟାଚ ଜୁନ ୩ରେ ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ପ୍ରଥମ କ୍ୱାଲିଫାୟର-୩ ଜିତି RCB ଦଳ ଫାଇନାଲରେ ନିଜର ସ୍ଥାନ ନିଶ୍ଚିତ କରିଛି। କ୍ୱାଲିଫାୟର-୨ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହିଁ ଖେଳାଯିବ…

ମୋଦି ପ୍ରଥମେ ନିଜ ସ୍ତ୍ରୀଙ୍କୁ ସିନ୍ଦୂର ଦିଅନ୍ତୁ: କାହିଁକି ଏମିତି କହିଲେ ମମତା

କୋଲକାତା,୩୦।୫: ‘ଅପରେଶନ ସିନ୍ଦୂର’ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜନୈତିକ ଫାଇଦା ହାସଲ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଆସନ୍ତାକାଲି ନିର୍ବାଚନ ହେଲେ ମଧ୍ୟ ଲଢିବାକୁ…

ଟିକେଟ୍ ଚାହୁଁଥିବା ଅଶାୟୀଙ୍କର ସୋସିଆଲ ମିଡିଆରେ ୫୦,୦୦୦ ଫଲୋଅର୍ସ ଥିବା ଜରୁରୀ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୩୦।୫: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଦଳତ୍ୟାଗୀମାନଙ୍କୁ କଡ଼ା ବାର୍ତ୍ତା ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେତାମାନଙ୍କୁ ନିର୍ବାଚନ ପୂର୍ବରୁ ଦଳ ବଦଳାଇ ପୁଣି ମୂଳ ଦଳକୁ ଫେରିବା ନେଇ ସତର୍କ କରିଛନ୍ତି। ବିହାର ଭାଜପା ନେତାମାନଙ୍କ ସହ ଏକ ବୈଠକରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri