ରାମନବମୀରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଭେଟି: ପମ୍ବନ ସେତୁ ଉଦ୍ଘାଟନ କରି କହିଲେ ଦେଶବାସୀଙ୍କ ପାଇଁ ଏହା…
ନୂଆଦିଲ୍ଲୀ,୬ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅର୍ଥାତ୍ ରାମନବମୀର ଅବସରରେ ତାମିଲନାଡୁର ରାମେଶ୍ୱରମରେ ଐତିହାସିକ ନୂତନ ପାମ୍ବନ ସେତୁ ଉଦ୍ଘାଟନ କରିଛନ୍ତି। ଏହି ସେତୁ ହେଉଛି ଭାରତର ପ୍ରଥମ ଭୂଲମ୍ବ ଲିଫ୍ଟ ସମୁଦ୍ର ସେତୁ, ଯାହା ସମୁଦ୍ର ଉପରେ ନିର୍ମିତ। ଏହି…
Ram Navami: ରାମନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ PM ମୋଦି, ‘ସଶକ୍ତ, ସମୃଦ୍ଧ ଏବଂ ସମର୍ଥ ଭାରତର ସଂକଳ୍ପକୁ…
ନୂଆଦିଲ୍ଲୀ,୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କୁ ‘ରାମ ନବମୀ’ର ଶୁଭେଚ୍ଛା ଜଣାଇ ଦେଶବାସୀଙ୍କ ଜୀବନରେ ନୂତନ ଉତ୍ସାହ ପାଇଁ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍ କରି କହିଛନ୍ତି ଯେ, ‘ରାମ ନବମୀ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା।…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ଏହି ଦେଶର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍ଗଦ୍ ହୋଇ କହିଲେ,ଏହି ସମ୍ମାନ ୧୪୦ କୋଟି ଭାରତୀୟଙ୍କର
କଲମ୍ବୋ,୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଗସ୍ତରେ କଲମ୍ବୋରେ ପହଞ୍ଚିଛନ୍ତି। ଶ୍ରୀଲଙ୍କାର ବୈଦେଶିକ ମନ୍ତ୍ରୀ ବିଜିତା ହେରାଥ, ସ୍ବାସ୍ଥ୍ୟ ମନ୍ତ୍ରୀ ନଲିଣ୍ଡା ଜୟତିସା ଏବଂ ମତ୍ସ୍ୟ ସମ୍ପଦ ମନ୍ତ୍ରୀ ରାମଲିଙ୍ଗମ ଚନ୍ଦ୍ରଶେଖରଙ୍କ ସମେତ ପାଞ୍ଚ ଜଣ ପ୍ରମୁଖ ମନ୍ତ୍ରୀ ତାଙ୍କୁ…
ୟୁନୁସଙ୍କୁ ଚେତାଇ ଦେଲେ ମୋଦି: ପରିବେଶକୁ ବିଗାଡ଼ିବା କାର୍ଯ୍ୟ କରନାହିଁ, ନଚେତ୍…
ବ୍ୟାଙ୍କକ,୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି BIMSTEC ଶିଖର ସମ୍ମିଳନୀ ଅବସରରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ପ୍ରଧାନମନ୍ତ୍ରୀ ମହମ୍ମଦ ୟୁନୁସଙ୍କୁ ଭେଟିଛନ୍ତି। ବାଂଲାଦେଶରେ ବିଦ୍ରୋହ ପରେ ଏହା ଦୁଇ ଦେଶର ଶୀର୍ଷ ନେତୃତ୍ୱ ମଧ୍ୟରେ ପ୍ରଥମ ବୈଠକ ଥିଲା। ପ୍ରଧାନମନ୍ତ୍ରୀ ମୋଦି ଏବଂ ୟୁନୁସଙ୍କ…
RSS ପ୍ରତିଷ୍ଠାତା ହେଡ୍ଗଓ୍ବୋରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ମୋହନ ଭାଗବତଙ୍କୁ ଭେଟିଲେ
ନାଗପୁର,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନାଗପୁର ଗସ୍ତରେ ଅଛନ୍ତି। ସେ ଆରଏସ୍ଏସ୍ ମୁଖ୍ୟାଳୟରେ ପହଞ୍ଚିବା ପରେ ସ୍ମୃତି ମନ୍ଦିରରେ ସଂଘର ପ୍ରତିଷ୍ଠାତା ଡକ୍ଟର କେ ବି ହେଡ୍ଗେୱାରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ଆରଏସ୍ଏସ୍ ମୁଖ୍ୟ ମୋହନ ଭାଗବତ…
ପଡୋଶୀ ଦେଶରେ ଭୟଙ୍କର ଭୂମିକମ୍ପ: ସାହାଯ୍ୟର ହାତ ବଢ଼ିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ଭୟଙ୍କର ଭୂମିକମ୍ପ ଉପରେ ଚିନ୍ତା ପ୍ରକାଶ କରିଛନ୍ତି ଏବଂ କହିଛନ୍ତି ଯେ ଭାରତ ଦୁଇ ଦେଶକୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ଅଛି। ଭୂମିକମ୍ପ ଥାଇଲ୍ୟାଣ୍ଡର…
‘ଛାବା’ ଦେଖିବେ ପ୍ରଧାନମନ୍ତ୍ରୀ ମୋଦି: ସଂସଦରେ ହେବ ସ୍ବତନ୍ତ୍ର ସ୍କ୍ରିନିଂ
ନୂଆଦିଲ୍ଲୀ,୨୫।୩: ଅଭିନେତା ବିକି କୌଶଳଙ୍କ ଅଭିନୀତ ‘ଛାବା’ ସୁପରହିଟ୍ ହୋଇଛି। ରିଲିଜ ହେବାର ୪୦ ଦିନ ପରେ ମଧ୍ୟ ଫିଲ୍ମଟି ବକ୍ସ ଅଫିସରେ ଭଲ ଆୟ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପୂର୍ବରୁ ‘ଛାବା’କୁ ପ୍ରଶଂସା କରିଥିଲେ ଏବଂ ଏବେ…
‘ଭାରତର ଜଣେ ପ୍ରଧାନମନ୍ତ୍ରୀ ଅଛନ୍ତି ଯିଏ…’: ଏହି ପ୍ରସଙ୍ଗରେ ପୁଣି ମୋଦିଙ୍କ ପ୍ରଶଂସା କଲେ ଶଶି ଥରୁର
ନୂଆଦିଲ୍ଲୀ,୧୯।୩: କଂଗ୍ରେସ ନେତା ଶଶି ଥରୁର ମଙ୍ଗଳବାର ସ୍ୱୀକାର କରିଛନ୍ତି ଯେ ରୁଷ-ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ସମୟରେ ଭାରତର ସ୍ଥିତିକୁ ବିରୋଧ କରିବାରେ ତାଙ୍କର ଭୁଲ ହୋଇଥିଲା ଏବଂ ସେ କହିଛନ୍ତି ଯେ ଗ୍ରହଣ କରାଯାଇଥିବା ନୀତି ଯୋଗୁଁ ଦେଶ…
“ଭାରତରେ ଆପଣଙ୍କୁ ଦେଖିବାକୁ ଅପେକ୍ଷା କରୁଛି”: ସୁନୀତା ୱିଲିୟମ୍ସଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚିଠି
ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ୱିଲିୟମ୍ସଙ୍କୁ ଚିଠି ଲେଖିଛନ୍ତି। ସୁନୀତା ମଙ୍ଗଳବାର ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS) ରୁ ପୃଥିବୀକୁ ପ୍ରତ୍ୟାବର୍ତନ ଯାତ୍ରା ଆରମ୍ଭ କରିଥିବା ବେଳେ ତାଙ୍କୁ ଭାରତ ଗସ୍ତ ପାଇଁ ନିମନ୍ତ୍ରଣ…
ମହାକୁମ୍ଭ ରୂପରେ ଭାରତର ବିଶାଳ ରୂପ ଦେଖିଲା ସାରା ବିଶ୍ୱ: ମୋଦି
ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଲୋକସଭାରେ ମହାକୁମ୍ଭର ଆୟୋଜନ ବିଷୟରେ କହିଥିଲେ। ଏହି ସମୟରେ ସେ ଏହି କାର୍ଯ୍ୟକ୍ରମରେ ଯୋଗଦାନ ଦେଇଥିବା ଲୋକମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ, ଆଜି ଏହି ଗୃହ ମାଧ୍ୟମରେ, ମୁଁ ସେହି ଦେଶବାସୀଙ୍କୁ…
ମୋଦି ପୂର୍ବ ଜନ୍ମରେ ଛତ୍ରପତି ଶିବାଜୀ ମହାରାଜ ଥିଲେ: ଭାଜପା ଏମ୍ପିଙ୍କ ମନ୍ତବ୍ୟକୁ ନେଇ ଦେଶରେ ହଇଚଇ
ନୂଆଦିଲ୍ଲୀ,୧୮।୩: ଛତ୍ରପତି ଶିବାଜୀ ମହାରାଜ ଏବଂ ମୋଗଲ ଶାସକ ଔରଙ୍ଗଜେବଙ୍କୁ ନେଇ ମହାରାଷ୍ଟ୍ରରେ ହଙ୍ଗାମା ଚାଲିଛି। ଏବେ ଜଣେ ଭାଜପା ଏମ୍ପି ଶିବାଜୀ ମହାରାଜଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି, ଯାହାକୁ ନେଇ ବିତର୍କ ଆରମ୍ଭ ହୋଇଯାଇଛି। ଓଡ଼ିଶାର ବରଗଡ଼ର ଭାଜପା…
ସୋସିଆଲ୍ ମିଡିଆ ‘ଟ୍ରୁଥ୍’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ମୋଦି: ପ୍ରଥମେ ଏହି ୨ ଜଣଙ୍କୁ କଲେ ଫଲୋ
ନୂଆଦିଲ୍ଲୀ,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଯୋଗ ଦେଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଯୋଗଦେବା ପରେ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ସ୍ବତନ୍ତ୍ର…
Archives


