ଭାରତରେ ଟେସଲାର ପ୍ରବେଶ ପୂର୍ବରୁ ଏଲନ ମସ୍କଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ; ଟେକ୍ନୋଲୋଜି, ଇନୋଭେସନ ଉପରେ ଗୁରୁତ୍ୱ
ନୂଆଦିଲ୍ଲୀ,୧୮।୪: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟେସଲା ଏବଂ ସ୍ପେସଏକ୍ସର ସିଇଓ ଏଲନ ମସ୍କଙ୍କ ସହ ଏକ ଟେଲିଫୋନିକ ଆଲୋଚନା କରିଛନ୍ତି, ଯେଉଁଥିରେ ଭାରତ ଏବଂ ଯୁକ୍ତରାଷ୍ଟ୍ର ମଧ୍ୟରେ ଟେକ୍ନୋଲୋଜି ଏବଂ ନୂତନତ୍ୱ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ପାରସ୍ପରିକ ଆଗ୍ରହକୁ…
ଭଗବଦ୍ ଗୀତା, ନାଟ୍ୟଶାସ୍ତ୍ରକୁ ମିଳିଲା ୟୁନେସ୍କୋ ସମ୍ମାନ, ପ୍ରଧାନମନ୍ତ୍ରୀ କହିଲେ ‘ଗର୍ବର ମୁହୂର୍ତ୍ତ’
ନୂଆଦିଲ୍ଲୀ ,୧୮।୪: ଭାରତର ସାଂସ୍କୃତିକ ଓ ଦାର୍ଶନିକ ଐତିହ୍ୟକୁ ଏକ ଐତିହାସିକ ସ୍ୱୀକୃତି ଭାବେ ଭଗବଦ୍ ଗୀତା ଏବଂ ଭରତ ମୁନିଙ୍କ ନାଟ୍ୟଶାସ୍ତ୍ର ୟୁନେସ୍କୋର ମେମୋରୀ ଅଫ୍ ଦି ୱାର୍ଲଡ ରେଜିଷ୍ଟରରେ ସ୍ଥାନ ପାଇଛି। ଏହି ଘୋଷଣାକୁ ଦେଶ ପାଇଁ ଏକ…
ପନ୍ତ କହିଲେ ହୃଦୟର କଥା, PM Modiଙ୍କୁ…
ନୂଆଦିଲ୍ଲୀ,୧୧।୪: ଆଇପିଏଲ୍ ୨୦୨୫ରେ ଟିମ୍ ଇଣ୍ଡିଆର ଷ୍ଟାର ଉଇକେଟକିପର୍ ଋଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସ୍ର ଅଧିନାୟକ ଭାବେ ଦାୟିତ୍ୱ ତୁଲାଉଛନ୍ତି। ଦଳ ଏଯାବତ ୫ ମ୍ୟାଚ୍ ଖେଳିଥିବା ବେଳେ ୩ରେ ବିଜେତା ହୋଇଛି। ମଇଦାନରେ ନିଜର ସ୍ବଭାବକୁ ନେଇ ଖେଳାଳିଙ୍କୁ ହସାଉଥିବା…
‘ନୀତୀଶଙ୍କୁ ଉପପ୍ରଧାନମନ୍ତ୍ରୀ କରାଯାଉ’
ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍ପି ଅଶ୍ୱିନୀ ଚୌବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ନୀତୀଶ ଉପପ୍ରଧାନମନ୍ତ୍ରୀ ପଦ ପାଇଁ ଯୋଗ୍ୟ ବୋଲି ସେ କହିଛନ୍ତି। ଅଶ୍ୱିନୀ କହିଛନ୍ତି, ନୀତୀଶ କୁମାର ଯେପରି…
ମେ’ ୯ରେ ରୁଷିଆ ବିଜୟ ଦିବସ ପରେଡ୍: ଯୋଗଦେବା ପାଇଁ ମୋଦିଙ୍କୁ ନିମନ୍ତ୍ରଣ
ମସ୍କୋ,୯ା୪: ରୁଷିଆରେ ମେ’ ୯ରେ ପାଳିତ ହେବାକୁ ଥିବା ୮୦ତମ ବିଜୟ ଦିବସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମସ୍କୋ ନିମନ୍ତ୍ରଣ କରିଛି। ଏନେଇ ରୁଷିଆର ବହିର୍ବ୍ୟାପାର ଉପମନ୍ତ୍ରୀ ଆଣ୍ଡ୍ରେୟ ରୁଡେଙ୍କୋ ବୁଧବାର ସୂଚନା ଦେଇଛନ୍ତି। ଦ୍ୱିତୀୟ ବିଶ୍ୱଯୁଦ୍ଧ ଚାଲିଥିବାବେଳେ ୧୯୪୫ ଜାନୁଆରୀରେ…
ରାମନବମୀରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଭେଟି: ପମ୍ବନ ସେତୁ ଉଦ୍ଘାଟନ କରି କହିଲେ ଦେଶବାସୀଙ୍କ ପାଇଁ ଏହା…
ନୂଆଦିଲ୍ଲୀ,୬ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅର୍ଥାତ୍ ରାମନବମୀର ଅବସରରେ ତାମିଲନାଡୁର ରାମେଶ୍ୱରମରେ ଐତିହାସିକ ନୂତନ ପାମ୍ବନ ସେତୁ ଉଦ୍ଘାଟନ କରିଛନ୍ତି। ଏହି ସେତୁ ହେଉଛି ଭାରତର ପ୍ରଥମ ଭୂଲମ୍ବ ଲିଫ୍ଟ ସମୁଦ୍ର ସେତୁ, ଯାହା ସମୁଦ୍ର ଉପରେ ନିର୍ମିତ। ଏହି…
Ram Navami: ରାମନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ PM ମୋଦି, ‘ସଶକ୍ତ, ସମୃଦ୍ଧ ଏବଂ ସମର୍ଥ ଭାରତର ସଂକଳ୍ପକୁ…
ନୂଆଦିଲ୍ଲୀ,୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କୁ ‘ରାମ ନବମୀ’ର ଶୁଭେଚ୍ଛା ଜଣାଇ ଦେଶବାସୀଙ୍କ ଜୀବନରେ ନୂତନ ଉତ୍ସାହ ପାଇଁ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍ କରି କହିଛନ୍ତି ଯେ, ‘ରାମ ନବମୀ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା।…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ଏହି ଦେଶର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍ଗଦ୍ ହୋଇ କହିଲେ,ଏହି ସମ୍ମାନ ୧୪୦ କୋଟି ଭାରତୀୟଙ୍କର
କଲମ୍ବୋ,୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଗସ୍ତରେ କଲମ୍ବୋରେ ପହଞ୍ଚିଛନ୍ତି। ଶ୍ରୀଲଙ୍କାର ବୈଦେଶିକ ମନ୍ତ୍ରୀ ବିଜିତା ହେରାଥ, ସ୍ବାସ୍ଥ୍ୟ ମନ୍ତ୍ରୀ ନଲିଣ୍ଡା ଜୟତିସା ଏବଂ ମତ୍ସ୍ୟ ସମ୍ପଦ ମନ୍ତ୍ରୀ ରାମଲିଙ୍ଗମ ଚନ୍ଦ୍ରଶେଖରଙ୍କ ସମେତ ପାଞ୍ଚ ଜଣ ପ୍ରମୁଖ ମନ୍ତ୍ରୀ ତାଙ୍କୁ…
ୟୁନୁସଙ୍କୁ ଚେତାଇ ଦେଲେ ମୋଦି: ପରିବେଶକୁ ବିଗାଡ଼ିବା କାର୍ଯ୍ୟ କରନାହିଁ, ନଚେତ୍…
ବ୍ୟାଙ୍କକ,୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି BIMSTEC ଶିଖର ସମ୍ମିଳନୀ ଅବସରରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ପ୍ରଧାନମନ୍ତ୍ରୀ ମହମ୍ମଦ ୟୁନୁସଙ୍କୁ ଭେଟିଛନ୍ତି। ବାଂଲାଦେଶରେ ବିଦ୍ରୋହ ପରେ ଏହା ଦୁଇ ଦେଶର ଶୀର୍ଷ ନେତୃତ୍ୱ ମଧ୍ୟରେ ପ୍ରଥମ ବୈଠକ ଥିଲା। ପ୍ରଧାନମନ୍ତ୍ରୀ ମୋଦି ଏବଂ ୟୁନୁସଙ୍କ…
RSS ପ୍ରତିଷ୍ଠାତା ହେଡ୍ଗଓ୍ବୋରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ମୋହନ ଭାଗବତଙ୍କୁ ଭେଟିଲେ
ନାଗପୁର,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନାଗପୁର ଗସ୍ତରେ ଅଛନ୍ତି। ସେ ଆରଏସ୍ଏସ୍ ମୁଖ୍ୟାଳୟରେ ପହଞ୍ଚିବା ପରେ ସ୍ମୃତି ମନ୍ଦିରରେ ସଂଘର ପ୍ରତିଷ୍ଠାତା ଡକ୍ଟର କେ ବି ହେଡ୍ଗେୱାରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ଆରଏସ୍ଏସ୍ ମୁଖ୍ୟ ମୋହନ ଭାଗବତ…
ପଡୋଶୀ ଦେଶରେ ଭୟଙ୍କର ଭୂମିକମ୍ପ: ସାହାଯ୍ୟର ହାତ ବଢ଼ିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ଭୟଙ୍କର ଭୂମିକମ୍ପ ଉପରେ ଚିନ୍ତା ପ୍ରକାଶ କରିଛନ୍ତି ଏବଂ କହିଛନ୍ତି ଯେ ଭାରତ ଦୁଇ ଦେଶକୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ଅଛି। ଭୂମିକମ୍ପ ଥାଇଲ୍ୟାଣ୍ଡର…
‘ଛାବା’ ଦେଖିବେ ପ୍ରଧାନମନ୍ତ୍ରୀ ମୋଦି: ସଂସଦରେ ହେବ ସ୍ବତନ୍ତ୍ର ସ୍କ୍ରିନିଂ
ନୂଆଦିଲ୍ଲୀ,୨୫।୩: ଅଭିନେତା ବିକି କୌଶଳଙ୍କ ଅଭିନୀତ ‘ଛାବା’ ସୁପରହିଟ୍ ହୋଇଛି। ରିଲିଜ ହେବାର ୪୦ ଦିନ ପରେ ମଧ୍ୟ ଫିଲ୍ମଟି ବକ୍ସ ଅଫିସରେ ଭଲ ଆୟ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପୂର୍ବରୁ ‘ଛାବା’କୁ ପ୍ରଶଂସା କରିଥିଲେ ଏବଂ ଏବେ…
Archives


