Tag Archives: pm modi

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରିଯାପନ…

୮ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର,୪।୧: ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବେ।…

ବୀମାଭୁକ୍ତ ଚାଷୀଙ୍କ ଫସଲ କ୍ଷତି ସୂଚନା ଦେବାକୁ ଅବଧି ବଢ଼ାଇଲେ କେନ୍ଦ୍ର ସରକାର, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨: ରାଜ୍ୟରେ ଅଦିନିଆ ବର୍ଷା ଯୋଗୁ ଚାଷୀମାନେ ଫସଲ କ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ଦେବା ପାଇଁ ଯୋଜନା କରିଛନ୍ତି । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବୈଠକ କରିବା ସହିତ ନୟାଗଡ଼, ଗଜପତି ଓ ଗଞ୍ଜାମ…

ନବୀନଙ୍କୁ କଡ଼ା ଟାର୍ଗେଟ୍‌ କଲେ ଧର୍ମେନ୍ଦ୍ର, କହିଲେ ୨୪ ବର୍ଷରେ ଯିଏ ପାଣି ଯୋଗାଇ ପାରିଲେନି ସେ ପୁଣି…

ଭୁବନେଶ୍ୱର,୨୬ା୧୨: ଗୁରୁବାର ବିଜେଡିର ପ୍ରତିଷ୍ଠା ଦିବସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପା ଉପରେ ବର୍ଷିଥିବାବେଳେ ନବୀନଙ୍କୁ ମଧ୍ୟ କଡ଼ା ଟାର୍ଗେଟ୍‌ କରି ଭାଜପା ସମାଲୋଚନା କରିଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ନବୀନଙ୍କୁ ଟାର୍ଗେଟ୍‌ କରି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଯିଏ ନିଜ…

୯ ରେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି ଆସିବେ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ମୋଦି ୯ରେ ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ। ୧୦ ତାରିଖ…

କୁଏତରେ ଶ୍ରମିକଙ୍କ ସହ ଓଡ଼ିଆରେ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୨ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କୁଏତ ଗସ୍ତରେ ଯାଇଛନ୍ତି। ସେଠାରେ ଭାରତୀୟ ତଥା ଓଡ଼ିଆ ଶ୍ରମିକଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି । କ୍ୟାମ୍ପରେ ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳର ଜଣେ ଓଡ଼ିଆ ଯୁବକଙ୍କ ସହ ଓଡ଼ିଆରେ ମୋଦି…

ଦିଲ୍ଲୀ ଫେରିଗଲେ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ୱର,୧ା୧୨: ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ଦିଲ୍ଲୀ ଫେରିଯାଇଛନ୍ତି। ଡିଜିପି-ଆଇଜିପି ସମ୍ମିଳନୀ ଶେଷ ହେବା ପରେ ଦୁଇ ହେଭିଓ୍ବେଟ୍‌ ଓଡ଼ିଶାରୁ ବିଦାୟ ନେଇଛନ୍ତି। ଲୋକସେବା ଭବନରୁ କଡ଼ା…

ଗୋଟି ଗୋଟି ଟଙ୍କାର ହିସାବ ନେବେ ପ୍ରଧାନମନ୍ତ୍ରୀ, କାହିଁକି ଏମିତି କହିଲେ ସଞ୍ଜୟ ସେଠ୍‌…

ରାଞ୍ଚି,୨୧ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୋଟି ଗୋଟି ଟଙ୍କାର ହିସାବ ନେବେ। ଏମିତି କହିଛନ୍ତି ଭାଜପା ଏମ୍‌ପି ସଞ୍ଜୟ ସେଠ୍‌। ସେ କହିଛନ୍ତି, ଭାଜପା ସରକାର ଗଠନ ପରେ ମହା ମେଣ୍ଟ ସରକାରରେ ଥିବା ସମସ୍ତ ଦୁର୍ନୀତିର ଯାଞ୍ଚ କରାଯିବ। ଧୀରଜ…

ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କରିବା ନେଇ ଥାନାର ଦ୍ୱାରସ୍ଥ ହେଲା ଭାଜପା

କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ,ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫୋଟଚିତ୍ରକୁ ବିକୃତ କରାଯାଇଥିବା ନେଇ ଭାଜପା ପକ୍ଷରୁ ଟାଉନଥାନାରେ ଅଭିଯୋଗ ହୋଇଛ। ସୂଚନାଯୋଗ୍ୟ, ରାଧାକାନ୍ତ ମହାନ୍ତ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ…

ମୋଦି ବି ପାଳନ କରିଛନ୍ତି ବୁଲ୍‌ଡୋଜର ଆଇନ: ଓଓ୍ବାଇସି

ନୂଆଦିଲ୍ଲୀ,୧୩ା୧୧: ବୁଧବାର ସୁପ୍ରିମକୋର୍ଟ ‘ବୁଲ୍‌ଡୋଜର ଆଇନ’ର ଧାରା ଉପରେ ଦୃଢ଼ ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି ଯେ, ଅଧିକାରୀମାନେ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି ପାରିବେ ନାହିଁ, ତାଙ୍କୁ ଅପରାଧୀ ବୋଲି କୁହାଯିବ। ଏହି ପ୍ରସଙ୍ଗରେ ଅଲ୍‌ ଇଣ୍ଡିଆ ମଜଲିସ-ଇ-ଇତେହାଦ୍ଦୁଲ ମୁସ୍‌ଲିମ…

‘ସେମାନଙ୍କ ସମସ୍ତ ଦୁର୍ନୀତିର ହିସାବନିକାଶ କରିବ ଏନ୍‌ଡିଏ ସରକାର’

ରାଞ୍ଚି,୧୦ା୧୧: ଏନ୍‌ଡିଏ ସରକାର ‘ସେମାନଙ୍କର ସମସ୍ତ ଦୁର୍ନୀତିର ହିସାବନିକାଶ କରିବ’ ବୋଲି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ସୋରେନ ସରକାରଙ୍କ ଉପରେ ବର୍ଷିଛନ୍ତି। ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ରବିବାର ବୋକାରୋ ଏବଂ ଗୁମଲାରେ ସାଧାରଣ ସଭାକୁ…

ବିଜୟ ପରେ ମୋଦିଙ୍କୁ ପ୍ରଶଂସାରେ ପୋତିଲେ ଟ୍ରମ୍ପ; କହିଲେ ସମଗ୍ର ବିଶ୍ୱ…

ନୂଆଦିଲ୍ଲୀ, ୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆମେରିକାର ରାଷ୍ଟ୍ରପତି ନିର୍ବାଚିତ ଡୋନାଲ୍ଡ ଟ୍ରମ୍ପଙ୍କୁ କଲ୍ କରି ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ​​ଚମତ୍କାର ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବାର୍ତ୍ତାଳାପ ସମୟରେ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କରିଥିଲେ, ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri