‘ସେମାନେ ପିଲାମାନଙ୍କୁ ବନ୍ଧୁକ ଦେଉଥିଲେ, ଆମେ ଲାପଟପ୍ ଦେଉଛୁ’, ଆରଜେଡିକୁ ପୁଣି ଟାର୍ଗେଟ କଲେ ମୋଦି
ପାଟନା,୮।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିହାରର ସୀତାମାଢ଼ି ଏବଂ ବେଟିଆରେ ନିର୍ବାଚନୀ ରାଲିକୁ ସମ୍ବୋଧିତ କରିଥିଲେ। ରାଲି ସମୟରେ ପ୍ରଧାନମନ୍ତ୍ରୀ ଆରଜେଡି ଏବଂ ଅନ୍ୟ ବିରୋଧୀ ଦଳଗୁଡ଼ିକ ଉପରେ କଡା ଟାର୍ଗେଟ କରିଥିଲେ, ସେମାନେ ରାଜ୍ୟର ଯୁବକମାନଙ୍କୁ ଅପରାଧୀ...
“ଆପଣଙ୍କ ସ୍କିନ୍ କେୟାର ରୁଟିନ୍ କ’ଣ?” ହରଲୀନ୍ ଦେଓଲଙ୍କ ପ୍ରଶ୍ନର ଏପରି କହିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୬।୧୧: ଆଇସିସି ମହିଳା ବିଶ୍ୱକପ୍ ଜିତି ଇତିହାସ ରଚିଥିବା ଭାରତୀୟ ମହିଳା କ୍ରିକେଟ୍ ଦଳ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ଏହି ବାର୍ତ୍ତାଳାପ ସମୟରେ ଖେଳାଳିମାନଙ୍କ ସହ ହାଲୁକା ମୁହୂର୍ତ୍ତ ମଧ୍ୟ ଦେଖିବାକୁ ମିଳିଥିଲା, ଯେତେବେଳେ ବ୍ୟାଟର୍...
ମୋଦିଙ୍କୁ ଗ୍ଲୋ କରିବାର କାରଣ ପଚାରିଲା ମହିଳା କ୍ରିକେଟ ଟିମ୍, ଉତ୍ତରରେ ସେ କହିଲେ…
ନୂଆଦିଲ୍ଲୀ,୬ା୧୧: ଟିମ୍ ଇଣ୍ଡିଆ ପ୍ରଥମ ଥର ପାଇଁ ମହିଳା ବିଶ୍ୱକପ ଜିତିଛି। ଭାରତୀୟ ମହିଳା ଦଳ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଥିଲା। ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ମହିଳା କ୍ରିକେଟ ଟିମ୍କୁ ଭେଟିଛନ୍ତି। ଦଳ ଏହି...
ବିଶ୍ୱ ବିଜେତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବର୍ଦ୍ଧନା: ଶୁଣିଲେ ସଫଳତାର କାହାଣୀ
ନୂଆଦିଲ୍ଲୀ,୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ନୂଆଦିଲ୍ଲୀ ବାସଭବନରେ ଆଇସିସି ମହିଳା ବିଶ୍ୱକପ୍ ବିଜେତା ଭାରତୀୟ କ୍ରିକେଟ୍ ଦଳକୁ ଭବ୍ୟ ସମ୍ବର୍ଦ୍ଧନା ଜଣାଇଛନ୍ତି। ଚାମ୍ପିଅନ୍ ଆଥଲେଟ୍ମାନଙ୍କୁ ସମ୍ବର୍ଦ୍ଧିତ କରିବା ତଥା ସେମାନଙ୍କ ସଫଳତାର କାହାଣୀ ଶୁଣିବାର ପରମ୍ପରା ବଜାୟ...
ମୋଦିଙ୍କୁ ଭେଟିବେ ବିଶ୍ୱ ବିଜେତା ଟିମ୍
ନୂଆଦିଲ୍ଲୀ,୫।୧୧: ମହିଳା ବିଶ୍ୱକପ ୨୦୨୫ ଜିତିବା ପରେ, ହରମନପ୍ରୀତ କୌରଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ବୁଧବାର, ନଭେମ୍ବର ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସମ୍ପୂର୍ଣ୍ଣ ମହିଳା ଦଳ ମଙ୍ଗଳବାର ରାତିରେ, ନଭେମ୍ବର ୪ରେ ଦିଲ୍ଲୀରେ ପହଞ୍ଚିଥିଲା।...
ଅପରେଶନ ସିନ୍ଦୂର ସମୟରେ ପାକିସ୍ତାନରେ ହେଲା ବିସ୍ଫୋରଣ, ଶୋଇପାରିଲେନି କଂଗ୍ରେସ ପରିବାର
ନୂଆଦିଲ୍ଲୀ,୨ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରର ଆରାରେ ଏକ ନିର୍ବାଚନୀ ରାଲିରେ କଂଗ୍ରେସ ଏବଂ ଆରଜେଡି ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଅପରେଶନ ସିନ୍ଦୂରର ସଫଳତା ଦେଶର ମନୋବଳକୁ ବୃଦ୍ଧି କରିଥିଲା, କିନ୍ତୁ ବିରୋଧୀ ଦଳଗୁଡ଼ିକ ଏଥିରେ ଖୁସି ନ...
ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୩୧ା୧୦: ଆଜି ଦେଶ ପାଳୁଛି ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ। ଏହି ଅବସରରେ ଗୁଜରାଟର ଷ୍ଟାଚ୍ୟୁ ଅଫ ୟୁନିଟ୍ରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସର୍ଦ୍ଦାର ପଟେଲଙ୍କ ସ୍ମୃତିଚାରଣ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ମୁଁ...
‘ଲଣ୍ଠନ ଯୁଗର ଲୋକ ବିହାରକୁ ଦେଇ ପାରିବେନି ବିଜୁଳି ବତି’, ଆଜେଡିକୁ ଏମିତି ଟାର୍ଗେଟ କଲେ ମୋଦି
ମୁଜାଫରପୁର,୩୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର (ଅକ୍ଟୋବର ୩୦) ବିହାର ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଏବଂ ରାଷ୍ଟ୍ରୀୟ ଜନତା ଦଳକୁ ଟାର୍ଗେଟ କରିଥିଲେ। ସେ କହିଥିଲେ ଯେ ଲଣ୍ଠନ ଯୁଗର ଲୋକମାନେ ବିହାରକୁ ବିଦ୍ୟୁତ ଯୋଗାଇ ପାରିବେ ନାହିଁ।...
ରାହୁଲଙ୍କୁ କାହିଁକି ‘ଲୋକାଲ ଗୁଣ୍ଡା’ କହିଲା ଭାଜପା? ମୋଦିଙ୍କୁ ଡ୍ୟାନ୍ସର କହି ଫସିଲେ…
ନୂଆଦିଲ୍ଲୀ,୨୯।୧୦: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୁଜାଫରପୁରରୁ ତାଙ୍କର ପ୍ରଚାର ଅଭିଯାନ ଆରମ୍ଭ କରିଥିଲେ। ଏକ ମିଳିତ ରାଲିରେ ଆରଜେଡି ନେତା ତେଜସ୍ବୀ ଯାଦବଙ୍କ ସହ ମଞ୍ଚ ଶେୟାର କରି, ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ କୋରାପୁଟ କଫିକୁ ପ୍ରଶଂସା କଲେ ମୋଦି, କହିଲେ ଓଡ଼ିଶାର…
ନୂଆଦିଲ୍ଲୀ,୨୬ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ କୋରାପୁଟ କଫିକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶାର କୋରାପୁଟ କଫି ଅତ୍ୟନ୍ତ ସ୍ବାଦିଷ୍ଟ। କୋରାପୁଟ କଫି ହେଉଛି ଓଡ଼ିଶାର ଗୌରବ। ଚାକିରି ଛାଡ଼ି କଫି ଚାଷରେ ଅନେକ...
ମନ୍ କି ବାତ୍ କାର୍ଯ୍ୟକ୍ରମରେ ସ୍ବଦେଶୀ ଜିନିଷ କିଣିବାକୁ ଆହ୍ବାନ ଦେଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୬ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୭ ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ପ୍ରଥମେ ଛଟ୍ ପର୍ବର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଛଟ୍ ପର୍ବ ହିଁ ଏକତାର ପ୍ରତୀକ ଅଟେ। ସେ କହିଛନ୍ତି, ସମାଜର ପ୍ରତ୍ୟେକ ବର୍ଗ ଛଟ...
ମହାମେଣ୍ଟର ନୂଆ ନାମ ଦେଲେ ମୋଦି , ଶୁଣିଲେ ଲାଗୁଛି ଆଶ୍ଚର୍ଯ୍ୟ
ପାଟନା,୨୪।୧୦: ୨୦୨୫ ବିହାର ବିଧାନସଭା ନିର୍ବାଚନ ପାଇଁ ତାଙ୍କର ଦ୍ୱିତୀୟ ସାଧାରଣ ରାଲିରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାମେଣ୍ଟ ଉପରେ ଏକ କଠୋର ଆକ୍ରମଣ ଆରମ୍ଭ କରିଥିଲେ। ବେଗୁସରାଇ ରାଲିରେ, ପ୍ରଧାନମନ୍ତ୍ରୀ ମୋଦି ବିହାର ଭୋଟରମାନଙ୍କୁ NDA ଏବଂ ମହାମେଣ୍ଟ...
Archives


